ଖୋର୍ଦ୍ଧା: ମହିଳା କର୍ମଚାରୀଙ୍କ ଠାରୁ ଲୁଟ୍ । ବେଗୁନିଆ ଥାନା ଅନ୍ତର୍ଗତ ଧାନଘର ନୂଆ ଗାଁ ଅଞ୍ଚଳରେ ଜଣେ ମହିଳା ଲୁଟର ଶିକାର ହୋଇଛନ୍ତି । ଦୁଇ ଜଣ ଦୁର୍ବୃତ୍ତ ଗୁଳିକରି ମହିଳାଙ୍କ ଠାରୁ ୬୦ ହଜାର ଟଙ୍କା ଲୁଟ କରିଛନ୍ତି । ମହିଳା ଜଣକ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିଲେ । ତାଙ୍କ ନାଁ ରଞ୍ଜିତା ଖଟୁଅ।। ସୂଚନା ଅନୁସାରେ ୩ ଜଣ ଦୁବୃର୍ତ୍ତ ଆସି ବେଗୁନିଆ ଥାନା ଧାନଘର ନୂଆଗାଁ ନିକଟରେ ମହିଳାଙ୍କୁ ଗୁଳିମାଡ କରି ତାଙ୍କ ନିକଟରୁ ଟଙ୍କା ଲୁଟି ନେଇଛନ୍ତି । ମହିଳାଙ୍କୁ ଗରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତି କରାଯାଇଛିାମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣା ସ୍ଥଳରେ ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- ଓୟୁଏଟିରେ ଅଘଟଣ;ଭୁଶୁଡ଼ିଲା ନିର୍ମାଣାଧୀନ ଗେଟ୍ର ଛାତ,ଏକାଧିକ ଶ୍ରମିକ ଆହତ
- ଛାତ୍ରଙ୍କ ଉପରେ ପେଲେଟ୍ ଗନ୍ ମାଡ଼ କଲା କିଏ?’: ଥାନା ବାହାରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ଶେଷରେ ଝୁଙ୍କିଲା ପୋଲିସ
- ରାଜ୍ୟ ପୋଲିସ ବିଭାଗରେ ବଡ଼ ଧରଣର ଅଦଳବଦଳ: ଇଓଡବ୍ଲ୍ୟୁ ଓ ଏସ୍ଟିଏଫ୍ ଆଇଜି ହେଲେ ହିମାଂଶୁ ଲାଲ
- ପିଏମ୍ ସୂର୍ଯ୍ୟ ଘର ଯୋଜନା: ରୁଫ୍ଟପ୍ ସୋଲାର୍ ଲଗାଇବାରେ ଦେଶରେ ସପ୍ତମ ସ୍ଥାନକୁ ଉଠିଲା ଓଡ଼ିଶା
- ପାରାଦୀପ ବନ୍ଦରର ବିକାଶକୁ ନୂଆ ଉଡ଼ାଣ: ୪୨୮ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ
- ମହାକାଶରେ ମିଳିଲା ‘ଦ୍ୱିତୀୟ ପୃଥିବୀ’: ସୁପର-ଆର୍ଥ ଜିଜେ୩୩୭୮ବିର ସନ୍ଧାନ
- Hirakud Dam:ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ୍,୧୧ ଗେଟ୍ ଦେଇ ଜଳ ନିଷ୍କାସନ
- କ୍ଷମତାର ଅପବ୍ୟବହାର ଅଭିଯୋଗ: ସାଂସଦଙ୍କ ପୁଅଙ୍କ କାର୍ ଧକ୍କାରେ ଯୁବତୀଙ୍କ ମୃତ୍ୟୁ ପରେ ବି ଥାନାରୁ ଖସିଲେ ଅଭିଯୁକ୍ତ
- ନୟାଗଡ଼ରୁ ମିଳିବ ସୁଭଦ୍ରା ଯୋଜନାର ୫ମ କିସ୍ତି; ପ୍ରସ୍ତୁତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ
- ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀ ଆସିବାକୁ ନିମନ୍ତ୍ରଣ, କିନ୍ତୁ ଭାରତ ଗସ୍ତକୁ ନେଇ ଦ୍ୱନ୍ଦ୍ୱରେ ଢାକା

Comments are closed.