ରାୟଗଡା : ଭୟଙ୍କର ଅଗ୍ନିକାଣ୍ଡରେ ପୋଡି ହୋଇ ଗୋଟିଏ ପରିବାରର ଚାରି ଜଣ ଗୁରୁତର । ବାପ ,ମା , ପୁଅ ବୋହୁ ଗୁରୁତର ହୋଇପଡିଛନ୍ତି । ଏଭଳି ଅଭାବନୀୟ ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂପୁର ଥାନା ସିକୋରପାଇ ଗାଁ ରେ ଘଟିଛି । ଘରେ ପୋଡିବା ବେଳେ ଚିତ୍କାର ଶୁଣି ପୋଡିଶୀ ଗୋଟିଏ ପରିବାରର ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାୟଗଡା ଜିଲ୍ଲା ସଦର ହସ୍ପିଟାଲରେ ଭର୍ତି କରିଛନ୍ତି । ଏହି ଅଗ୍ନିକାଣ୍ଡ ବା ପୋଡି ହେବାର କାରଣ କଣ ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.