ସୁୁବର୍ଣ୍ଣପୁର : ସୁୁବର୍ଣ୍ଣପୁର ଜିଲ୍ଲା ବନିକା ମହାନଦୀ ବ୍ରିଜ ଉପରେ ନଦୀକୁ ଡେଇଁ ଜଣେ ଯୁବକ ଗୁରୁତର ।ଯୁବକ ଜଣକ ବନିକା ଭଣ୍ଡାର ପଞ୍ଚାୟତ ଆମ୍ବପାଲି ଗାଁର ରୋହିତ ସୁନା ବୋଲି ଜଣାପଡିଛି । ସ୍ଥାନୀୟ ଲୋକ ଯୁବକଙ୍କୁ ଦେଖି ତୁରନ୍ତ ବନିକା ଦମକଳ ବାହିନୀକୁ ଖବର ଦେଇଥିଲେ । ଦମକଳ ବାହାନୀ ଘଟଣା ସ୍ଥଳରେ ପହଁଞ୍ଚି ଯୁବକଙ୍କୁ ଉଦ୍ଧାର କରି ବନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରିଛନ୍ତି । ସେଠାରେ ଯୁବକଙ୍କ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ଡାକ୍ତରଖାନାକୁ ପଠାଯାଇଛି । ବନିକା ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ଅଧିକ ଅନୁସନ୍ଧାନ ଜାରି ରଖିଛନ୍ତି ।
BREAKING NEWS
- କ୍ରିକେଟ ପ୍ରେମୀଙ୍କ କ୍ରେଜ, ଟିକେଟ ପାଇଁ ରାତିରୁ ଲାଗିଛି ଲମ୍ବା ଲାଇନ
- Weather Updat: ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ, ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର
- ଡିସେମ୍ବର ୬ରୁ ରାଜ୍ୟ ପୁସ୍ତକ ମହୋତ୍ସବ; ନିର୍ମାଣ ହେବ ୫୫୦ଟି ଷ୍ଟଲ, ଭାଗନେବେ ପ୍ରାୟ…
- ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଗିରଫ
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
Comments are closed.