ଢେଙ୍କାନାଳ : ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍ । ଢେଙ୍କାନାଳ ଜିଲ୍ଲାର ବଣସିଂହ ନିକଟସ୍ଥ ମା’ ପାଟରାଣୀଙ୍କ ମନ୍ଦିର ପାଖରେ ସମଲେଇ ନାମକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଏହି ଦୁର୍ଘଟଣାରେ ୩୦ ରୁ ଅଧିକ ଛାତ୍ରଛାତ୍ରୀ ଓ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତେବେ ଗାଡି ଚାଳକ କୁଆଡେ ଫେରାର ହୋଇଯାଇଛନ୍ତି ।ଏହି ବସଟି ଛାତ୍ରଛାତ୍ରୀ ଓ ଯାତ୍ରୀଙ୍କୁ ନେଇ ବଣସିଂହରୁ ଢେଙ୍କାନାଳ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।
BREAKING NEWS
- WB By-polls: ଉପନିର୍ବାଚନ ପୂର୍ବରୁ ସାୟୋନୀଙ୍କ ବଡ ବୟାନ! ବଢ଼ିଲା ରାଜନୈତିକ ତାତି…
- Dengue Vaccine: ଡେଙ୍ଗୁକୁ ଟକ୍କର ଦେବ ଟିକା! ଭାରତକୁ ଆସୁଛି QDENGA, ଜାଣନ୍ତୁ କେତେ ପ୍ରଭାବୀ…
- ପିଲାଙ୍କ ପାଇଁ ବିପଦ କୁକୁର, ୬ ମାସର ଶିଶୁକୁ ଝୁଣି ପକାଇଲା ପିଟବୁଲ୍…
- ବିନା ଅନୁମତିରେ ଗଛ କାଟ୍ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ଫରେଷ୍ଟର ନିଲମ୍ବିତ
- ମିଡ୍- ଡେ ମିଲରେ ଚିକେନ୍ ବିରିଆନୀ: ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଯୋଜନା
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନିଆଁରେ ପୋଡ଼ି ହୋଇ ୫ ଶିଶୁ ଗୁରୁତର
- ନୂଆ ବିଲ୍ ଉପରେ ଟ୍ରମ୍ପଙ୍କ ମୋହର, ଭାରତ-ଚୀନ୍ ଉପରେ ଲାଗିପାରେ ୧୦୦% ଶୁଳ୍କ
- କୁନୋରେ ସଫଳ ହେଉଛି ‘ଚିତା ପ୍ରକଳ୍ପ’; ୪ ଶାବକ ଜନ୍ମ
- ଆଜି ସନ୍ଧ୍ୟା ସୁଦ୍ଧା ଆଣ୍ଡାମାନ ସାଗରରେ ହୋଇପାରେ ଲଘୁଚାପ କ୍ଷେତ୍ର ସୃଷ୍ଟି
- ବାର୍ଷିକ ପ୍ରାୟ ୩,୦୦୦ କୋଟି ଟଙ୍କାର ଆୟକର ଦେଉଛି ବିସିସିଆଇ


Comments are closed.