ଭୁବନେଶ୍ୱର : କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ।ଏହି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବା ପାଇଁ ପୋଲିସ ଡିଜି ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ପାଇଁ ଦୁଇଟି ଟିମ୍ ଗଠନ କରିଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ୍ ଟିମ୍ ଭଦ୍ରକ ଚାନ୍ଦବାଲି ଯିବ । ଶର୍ମିଷ୍ଠାଙ୍କୁ ଧରିବା ପାଇଁ ଧରିବା ପାଇଁ ଏହି ଟିମ ଗଠନ କରାଯାଇଛି ।ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି । ଆଜି ପୋଲିସ ଡିଜି ସୁନୀଲ ବଂଶଲ ମଧ୍ୟ କ୍ରାଇମବ୍ରାଞ୍ଚ ତଦନ୍ତର ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ଚାନ୍ଦବାଲି ଥାନାରେ ଶର୍ମିଷ୍ଠାଙ୍କ ଭାଇଙ୍କୁ ପଚରା ଉଚରା କରୁଛି ପୋଲିସ । ମାନସ ସ୍ୱାଇଁ ହତ୍ୟା ମାମଲାର ମାଷ୍ଟର ମାଇଣ୍ଡଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ବିଭିନ୍ନ ସ୍ଥାନରେ ରେଡ କରୁଛି ପୋଲିସ । ଆଜି ଶର୍ମିଷ୍ଠା ରହୁଥିବା ଆପାର୍ଟମେଣ୍ଟରୁ ତାଙ୍କର ଗାଡି ଜବତ କରାଯାଇଛିା
BREAKING NEWS
- ମାଷ୍ଟରକ୍ୟାଣ୍ଟିନ୍ ଛକରେ ଲଙ୍କାକାଣ୍ଡ: ୪୦୦ରୁ ଅଧିକ ଅଟୋର ପରମିଟ୍ ରଦ୍ଦ ପାଇଁ ପ୍ରକ୍ରିୟା ଆରମ୍ଭ
- ପୁରୁଷ ହକି ୱାର୍ଲ୍ଡ କପ୍ ୨୦୨୬: ପାକିସ୍ତାନକୁ ୫-୩ ଗୋଲ୍ରେ ହରାଇ ଟପ-୮ ରେ ଭାରତ
- ବନ୍ୟା ଆଶଙ୍କା: ବାଲେଶ୍ୱରରେ ବଢ଼ିବ ଜଳସ୍ତର, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
- ଦାରା ସିଂହଙ୍କ ଆଗୁଆ ଖଲାସ ଆବେଦନ: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଚେତାବନୀ
- ରାଜଧାନୀରେ ଓଲା-ଉବେର ଡ୍ରାଇଭରଙ୍କ ଆନ୍ଦୋଳନ ଉଗ୍ର: ୧୪ ‘ଆମ ବସ୍’ ଭଙ୍ଗାରୁଜା, ୫୦ ଗିରଫ
- SCB Mega Expansion Project:ଜାନୁଆରୀରୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ SCB ନୂଆ ବିଲ୍ଡିଂ;ଆଉ ଏକ ମେଡିସିନ୍ ବ୍ଲକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
- ରାଜ୍ୟରେ ବନ୍ୟା ଓ ପ୍ରବଳ ବର୍ଷା: ଭୋଟର ତାଲିକା ସଂଶୋଧନ ଅବଧି ଆଉ ୩୦ ଦିନ ବଢ଼ାଇବାକୁ ବିଜେଡିର ଦାବି
- ଗୋବିନ୍ଦା-ସୁନୀତାଙ୍କ ବିବାଦରେ ନୂଆ ମୋଡ଼: ସ୍ୱାମୀଙ୍କ ବିରୋଧରେ କରିଥିବା ଛାଡ଼ପତ୍ର ମାମଲା ପ୍ରତ୍ୟାହାର କଲେ ପତ୍ନୀ
- ଧାରା ୩୭୦ ଉଚ୍ଛେଦ ପରେ କାଶ୍ମୀରକୁ ଆମେରିକାର ସ୍ୱୀକୃତି, ଚୀନ-ପାକିସ୍ତାନକୁ ଶକ୍ତ ଝଟକା
- ମାନବ ସୁଥାର: ଭାରତୀୟ କ୍ରିକେଟ୍ର ନୂଆ ସ୍ପିନ୍ ତାରକା

Comments are closed.