ଦିଲ୍ଲୀ : ଭୁମିକମ୍ପ ଝଟକାରେ ଥରିଲା ଲେହେ । ଜମ୍ମୁ କଶ୍ମୀର ଲେହରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରେକ୍ଟର ସ୍ଲେଲରେ ଭୂମିକମ୍ପର ତୀବ୍ରତା ୪.୩ ରେକର୍ଡ କରାଯାଇଛି ।ଆଜି ସକାଳ ୭.୨୯ରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ପକ୍ଷରୁ ସୂଚନା ମିଳିଛି । ଲେହେର ଆଲଚୀ ଠାରୁ ୧୮୬ କିଲୋମିଟର ଦୂରରେ ଏହି ଭୂମିକମ୍ପ ହୋଇଛି । ହେଲେ ଏହି ଭୂମିକମ୍ପ ହେବା ସମୟରେ ଲୋକମାନେ ଭୟରେ ଘରୁ ବାହାରି ଆସିଥିଲେ । ଭୂମିକମ୍ପ କ୍ଷୟକ୍ଷତି ସମ୍ପର୍କରେ କୌଣସି ତଥ୍ୟ ମିଳିନାହିାଁ
BREAKING NEWS
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
Comments are closed.