Latest Odisha News

BREAKING NEWS

ଓଡିଶାର ୨ଟି ଜିଲ୍ଲାକୁ ଝଡବର୍ଷା ସହ ବଜ୍ରପାତର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨ଟି ଜିଲ୍ଲାରେ ଶୁକ୍ରବାର ଦିନ ବର୍ଷା ଓ ଘଡଘଡି ଆଶଙ୍କା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି ।

ବିଭାଗ ପକ୍ଷରୁ ନବରଙ୍ଗପୁର ଓ ମାଲକାନଗିରି ଆଦି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ ୪ଟାରୁ ରାତି ୭ଟା ମଧ୍ୟରେ ସାମାନ୍ୟ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୩୦ରୁ ୪୦ କିମି. ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.