Latest Odisha News

BREAKING NEWS

ରାଜ୍ୟ ଗ୍ରନ୍ଥାଗାରରେ ପୁସ୍ତକ ପ୍ରଦର୍ଶନୀ

ପ୍ରାଣକୃଷ୍ଣ ପରିଜାଙ୍କ ୪୪ ତମ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର : ପୂର୍ବତନ ବିଧାୟକ ତଥା ଶିକ୍ଷାବିତ ପ୍ରାଣକୃଷ୍ଣ ପରିଜାଙ୍କ ୪୪ ତମ ପୁଣ୍ୟତିଥି ଅବସରରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଏକ ପୁସ୍ତକ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଧର୍ମଗଡ଼ ବିଧାୟକ ମୌଷଧି ବାଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସ୍ୱର୍ଗତଃ ପରିଜାଙ୍କ ବହୁମୁଖୀ ପ୍ରତିଭା ବିଷୟରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ସସ୍ମିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Comments are closed.