Latest Odisha News

BREAKING NEWS

NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ବିଧାୟକମାନଙ୍କୁ ନବୀନଙ୍କ ଅପିଲ

ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନବୀନଙ୍କ ସମର୍ଥନ । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ସବୁ ବିଧାୟକମାନଙ୍କୁ ନବୀନ କଲେ ଅପିଲ । ଟୁଇଟ୍ ଜରିଆରେ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକମାନଙ୍କୁ ସମର୍ଥନ କରିବାକୁ ଅପିଲ କରିଛନ୍ତି । ସର୍ବସମ୍ମତିକ୍ରମେ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ଅପିଲ ।

ମୁଖ୍ୟମନ୍ତ୍ରୀ ବିଦେଶରେ ଥିବା ସ୍ୱତେ ସମର୍ଥନ ନେଇ ଘୋଷଣା କରିଛନ୍ତି  । ଏବଂ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ସମର୍ଥନ କରିବା ନେଇ ନିବେଦନ କରିଛନ୍ତି  ।  ଓଡିଶା ପାଇଁ ଗୌରବାନିତ ମୂହୂର୍ତ୍ତ, ଆମ ମାଟିର ଝିଅ ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି  । ଏକଜାତୀୟ ରାଜନୀତିକ ମେଣ୍ଟ ପ୍ରାର୍ଥୀ ଘୋଷଣା କରିଥିବାବେଳେ ମାଟିର ଝିଅଙ୍କୁ ସମର୍ଥନ କରିବା  ।  ଦଳମତ ନିର୍ବିଶେଷରେ ଦ୍ରୌପଦୀଙ୍କୁ ସମସ୍ତ ସମର୍ଥନ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ  ।

 

 

 

Leave A Reply

Your email address will not be published.