ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ରାଜ୍ୟ ବିଜେପି ବିଧାୟକମାନେ ଦିଲ୍ଲୀ ଗସ୍ତ କରିଛନ୍ତି । ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ଏହି ବିଧାୟକମାନେ ଦିଲ୍ଲୀ ଯାଇଥିବା କହିଛନ୍ତି । ଦିଲ୍ଲୀ ଯାଇଥିବା ବିଧାୟକମାନେ ହେଉଛନ୍ତି ଜୟନାରାୟଣ ମିଶ୍ର, ଲଲିଟେନ୍ଦୁ ବିଦ୍ୟାଧର ମହାପାତ୍ର, ପ୍ରକାଶ ସୋରେନ , ମୋହନ ମାଝି, ଡ. ବୁଦ୍ଧନ ମୁର୍ମୁ, ଜୟନ୍ତ ଷଡ଼ଙ୍ଗୀ, ନବ ଚରଣ ମାଝି ।
BREAKING NEWS
- କିଶୋରୀଙ୍କ ସୁରକ୍ଷା ଚିନ୍ତା : ଛାତ୍ରୀମାନେ ପାଇଲେ ଭଲ ଓ ଖରାପ ସ୍ପର୍ଶ ବିଷୟରେ ଶିକ୍ଷା
- ରୁଦ୍ରଙ୍କ ବିରୋଧରେ ଲଢିବେ କି ତାଙ୍କ ସ୍ତ୍ରୀ ?
- ସଙ୍କଟରେ ହରିୟାଣାର ବିଜେପି ସରକାର, ସମର୍ଥନ ପ୍ରତ୍ୟାହାର କଲେ ୩ ସ୍ବାଧୀନ ବିଧାୟକ
- ଦୀପିକାଙ୍କ ସହ ବିବାହର ସମସ୍ତ ଫଟୋ ଡିଲିଟ କଲେ ରଣବୀର
- ତାତିରେ ଲାଗିଲା ବ୍ରେକ୍; ୩୫ ଡିଗ୍ରୀ ତଳେ ରାଜ୍ୟରେ ୨୦ ସହର
- ଷ୍ଟେଜରେ ନଖ କାଟିଲେ ଅରିଜିତ ସିଂ
- ନାମାଙ୍କନ ପତ୍ର ଦାଖଲ କଲେ ଡ଼ା.ରାଜଶ୍ରୀ ମଲ୍ଲିକ ଓ ରମାକାନ୍ତ ଭୋଇ
- ହାତ ଛାଡ଼ିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ, ବାଲେଶ୍ବର ସାଂସଦ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା
- ଗ୍ରାଉଣ୍ଡସମ୍ୟାନଙ୍କ ବେକକୁ ଧରିଲେ ଶାକିବ ଉଲ ହାସନ
- ସୌମ୍ୟ ବଦଳାଇବେ ଘସିପୁରା ଗେମ୍ !