ଭୁବନେଶ୍ୱର : ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କ ଆଇଇଡି ବିସ୍ଫୋରଣରେ ସହିଦ ହୋଇଥିବା ଓଡିଆ ଯବାନ ଅଜିତ କୁମାର ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ୨୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ଆହୁରି ମଧ୍ୟ ଆତଙ୍କବାଦୀଙ୍କ କାର୍ଯ୍ୟକଳାପକୁ ନିନ୍ଦା କରି ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି “ସହିଦ ଯବାନ ଅଜିତ ସାହୁ ଦେଶର ସୁରକ୍ଷା ଓ ଏକତା ପାଇଁ ଚରମ ତ୍ୟାଗ ଓ ବଳିଦାନ ଦେଇଛନ୍ତି” ।
ଏନେଇ ନବୀନ ଟ୍ୱିଟ୍ କରିଛନ୍ତି ।
Deeply saddened by the martyrdom of Odia Jawan Ajit Kumar Sahoo in an encounter with militants in Pulwama district of Jammu and Kashmir. Salute to the supreme sacrifice of the brave solider; my thoughts and prayers are with the bereaved family.
— Naveen Patnaik (@Naveen_Odisha) June 19, 2019
Comments are closed.