Latest Odisha News

BREAKING NEWS

ପବିତ୍ର ରଥ ଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଜଗନ୍ନାଥ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରନ୍ତୁ । ସୁଖ ସମୃଦ୍ଧି ସହ ଉତ୍ତମ ସ୍ବାସ୍ଥ୍ୟ ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁଙ୍କ ସମସ୍ତଙ୍କୁ ସୁଖ ଶାନ୍ତି, ସମୃଦ୍ଧି ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି ।

 

ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

 

 

 

 

 

 

 

 

 

 

 

 

 

 

 

ମୁଖ୍ୟମନ୍ତ୍ରୀ ବି ଶୁଭେଚ୍ଛା ଜଣାଇଛନ୍ତି

 

 

 

 

 

Leave A Reply

Your email address will not be published.