ପୁରୀ: ଶ୍ରୀଜିଉଙ୍କ ବନକଲାଗି ପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ପରେ ନୀତି ନିର୍ଘଣ୍ଟ ଅନୁସାରେ ସନ୍ଧ୍ୟା ୬ଟାରେ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବ। ସଂଧ୍ୟା ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବାର ଅନୁମାନ କରାଯାଉଛି। ତେବେ ଆଜି ନୀତିକାନ୍ତି ବିଳମ୍ଭ ହେଲେ ସମୟ ବଦଳିଯାଇପାରେ ବୋଲି କୁହାଯାଇଛି ।
BREAKING NEWS
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- ରଣଜୀ ଟ୍ରଫି: ଓଡିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ପୂନର୍ବାର ଅଧିନାୟକ ଦାୟିତ୍ୱ
- Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର ମୂଲ୍ୟବାନ ପଥର ଆଣୁଥିବା ଯାତ୍ରୀ ଗିରଫ
- ଭାଇରାଲ ହେଉଛି ଗିଲଙ୍କ ମଜାଦାର ବୟାନ
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଏକାସାଙ୍ଗରେ ବଛାଯିବ ୪ଟି ଭାରତୀୟ ଦଳ; ସିଲେକ୍ଟରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ
- ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ଥାନାରେ ୯ ଅଟକ
- Balianta Soumya Murder Case: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲା:ଆକ୍ରମଣର ଶିକାର ଝିଅଙ୍କର ହେବ ଲାଏ ଡିଟେକ୍ସନ ଟେଷ୍ଟ

Comments are closed.