ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରରେ ଉଦ୍ଧବ ଠାକରେଙ୍କ ଦଳରୁ ଜଣକ ପରେ ଜଣେ ନେତା ଦଳ ଛାଡି ସିନ୍ଦେଙ୍କ ଗୋଷ୍ଠୀରେ ମିଶୁଛନ୍ତି । ଉଦ୍ଧବ ଦଳ ବଂଚାଇବା ପାଇଁ ବୈଠକ ପରେ ବୈଠକ କରୁଛନ୍ତି । ତେବେ ନେତାଙ୍କୁ ଅପେକ୍ଷା କରି କରି ବେଳ ଯାଉଛି । ନିକଟରେ ମହାରାଷ୍ଟ୍ରରେ କ୍ଷମତା ହରାଇଥିବା ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଶିବସେନା ସାଂସଦଙ୍କ ବୈ ଠକ ଡାକିଥିଲେ ମାତ୍ର ମାତ୍ର 12 ଜଣ ସାଂସଦ ଏଥିରେ ପହଞ୍ଚିଥିଲେ। କୁହାଯାଉଛି ଯେ ଦୀର୍ଘ ସମୟ ଅପେକ୍ଷା କରିବା ପରେ ମଧ୍ୟ 7 ଜଣ ସାଂସଦ ସଭାରେ ପହଞ୍ଚି ନଥିଲେ। ଶିବସେନାରେ ଲୋକସଭାରେ ମୋଟ 19 ସାଂସଦ ଅଛନ୍ତି। ଯେହେତୁ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ବିଧାୟକ ମାନେ ସରକାର ଗଠନ କରିଛନ୍ତି । ତେଣୁ ଶୀଘ୍ର ଶିବସେନାର କିଛି ସାଂସଦ ମଧ୍ୟ ପକ୍ଷ ପରିବର୍ତ୍ତନ କରିପାରନ୍ତି ବୋଲି ଚର୍ଚା ହେଉଛି
BREAKING NEWS
- ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ; ୬୦ ବର୍ଷ ହେଲେ ଆପେ ଯିବେ ଭତ୍ତା ପୋର୍ଟାଲକୁ
- ରାଜସୱ ନିରୀକ୍ଷକ ଚାକିରି ଆଶା ଦେଖାଇ ଯୁବକଙ୍କ ଠାରୁ ସାଢେ ୫ ଲକ୍ଷ ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
- ରାଜ୍ୟରେ ମଞ୍ଜୁର ହେଲା ୩,୭୯୩ କୋଟିର ୨୪ ପ୍ରକଳ୍ପ, ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି
- Sambalpur Football Academy: ସମ୍ବଲପୁରରେ ନିର୍ମାଣ ହେବ ଫିଫା ମାନର ଆଧୁନିକ ଫୁଟବଲ ପଡ଼ିଆ
- ଟେନିସ ଜଗତକୁ ମିଳିଲା ନୂଆ ମହିଳା ସୁପରଷ୍ଟାର
- ଫିଲ୍ମ ‘ବାରାଣସୀ’କୁ ନେଇ ବଡ ଖୁଲାସା, ଭଗବାନ ରାମଙ୍କ ଭୂମିକାରେ ଅଭିନୟ କରିବେ ମହେଶ ବାବୁ
- ଲାକ୍ଷାଦ୍ୱୀପରେ ମଦ ଉପରୁ ହଟିଲା ନିଷେଧ, ଏବେ ଲାଇସେନ୍ସ ସହିତ ମିଳିବ ମଞ୍ଜୁରୀ
- ସଚିନଙ୍କ ପରେ ବୈଭବଙ୍କୁ ନେଇ ବଡ ଅନୁମତି ଦେଲା ବିସିସିଆଇ
- ୧୮ ବର୍ଷରୁ କମ୍ ପୁରୁଷ ଏସିଆ କପରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ… ମହିଳାଙ୍କୁ ବ୍ରୋଞ୍ଚ,ପ୍ରଧାନମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- କୋଟି କୋଟି ସମ୍ପତ୍ତିର ମାଲିକ ବୈଭବ ସୂର୍ଯ୍ୟବଂଶୀ…
Comments are closed.