Latest Odisha News

BREAKING NEWS

ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ବହୁ ଦିନର ପ୍ରତିକ୍ଷା ପରେ ପରିଶେଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଦିନ ଓଡିଶା ଉପକୂଳ ଛୁଇଁଛି ।

ଏନେଇ ଗଣମାଧ୍ୟମକୁ ସୂଚନା ଦେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ବରିଷ୍ଠ ପାଣିପାଗ ବିଶେଷଜ୍ଞ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, “ମୌସୁମୀ ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି” ।

Leave A Reply

Your email address will not be published.