ଓଡ଼ିଶା ସମ୍ବାଦ ବ୍ୟୁରୋ: ହୀରାକୁଦ ଡ୍ୟାମ୍ରେ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ଦୁଇଜଣ ଏମସିଏଲ କର୍ମଚାରୀ । ସ୍ଥାନୀୟ ଲୋକ କିଛି ସମୟ ଖୋଜାଖୋଜି କରି ନପାଇବାରୁ ଏହି ଖବର ଚାରିଆଡେ ପ୍ରସାରିତ ହୋଇଥିଲା । ୨ ଜଣ ହେଲେ ଏମସିଏଲ କର୍ମଚାରୀ ଝାଙ୍କରାଣୀ ମନ୍ଦିର ନିକଟ ଡ୍ୟାମ୍ରେ ଗାଧୋଉଥିଲେ ବୋଲି କୁହାଯାଉଛି । ତେବେ ଗାଧୋଉଥିବା ବେଳେ ହଠାତ ବୁଡିଯାଇଥିଲେ। ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ସଂଧ୍ୟା ସୁଦ୍ଧା ସେମାନଙ୍କ ପତ୍ତା ମିଳିପାରିନାହିଁ ।
BREAKING NEWS
- ବିଶ୍ୱରେ ପ୍ରଥମ:ଏଆଇ-ସହାୟତାରେ-ପ୍ରଥମ-ମସ୍ତିଷ୍କ-ଅସ୍ତ୍ରୋପଚାର
- ନେପାଳ ବନ୍ୟାରେ ନିଖୋଜ ୨ ଓଡ଼ିଆ, ସହାୟତା ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
- ରାକ୍ଷୀ ପୂର୍ଣ୍ଣିମା; ଆଜି ମହିଳାଙ୍କ ପାଇଁ ମାଗଣା ‘ଆମ ବସ୍’ ସେବା
- ନେପାଳରେ ବନ୍ୟା; ମୃତ୍ୟୁ ସଂଖ୍ୟା ୧୬୦କୁ ବୃଦ୍ଧି, ୧୩୩ ଭାରତୀୟ ନିଖୋଜ…
- ନେପାଳରେ ହଠାତ୍ ବନ୍ୟା ଆସିବାର କାରଣ କଣ ?
- ଲୁହାପଥର ଚୋରାଚାଲାଣ ବେଳେ ମାଡିବସିଲା ପୋଲିସ; ୩ ଗିରଫ
- ଦେଶର ୧୧ ହଜାର କିମି ରେଳପଥର ହେବ ସମ୍ପ୍ରସାରଣ: ଯୋଜନାର ରୂପରେଖ ସ୍ପଷ୍ଟ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଆପଣ ବହୁତ ହଟ୍ ଓ ବିୟୁଟିଫୁଲ୍’; ରିଆଲିଟି ସୋ’ରେ ମଲ୍ଲିକାଙ୍କୁ ଖୋଲା ପ୍ରଶଂସା କରି ଚର୍ଚ୍ଚାରେ ଲାଲୁଙ୍କ ପୁଅ
- ଜଣେ ବ୍ୟକ୍ତି କେତୋଟି କ୍ରେଡିଟ୍ କାର୍ଡ ରଖିପାରିବେ? ଜାଣନ୍ତୁ କ’ଣ ରହିଛି ଆରବିଆଇର ନୂଆ ନିୟମ
- ଚିନି ବନ୍ଦ କଲେ କମିବ କି ଡାଇବେଟିସ୍? ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ମେଡିକାଲ୍ ରିସର୍ଚ୍ଚରୁ ଜାଣନ୍ତୁ ସତ୍ୟତା

Comments are closed.