ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର ଉପ ରାଜ୍ୟପାଳ ମନୋଜ ସିହ୍ନା ଟେରର ଫଣ୍ଡିଂ ଉପରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖିବା ଅଭିଯୋଗରେ ବିଟ୍ଟା କରାଟେଙ୍କ ପତ୍ନୀ ଅସବାହ ଉଲ ଅର୍ଜମନ୍ଦ ଖାଁଙ୍କ ସମେତ ୪ଜଣଙ୍କୁ ସରକାରୀ ଚାକିରୀରୁ ବରଖାସ୍ତ କରାଯାଇଛି । ଅନ୍ୟ ୪ଜଣ ହେଲେ ସାଂଇଟିଷ୍ଟ ମୁହିତ ଅହମ୍ମଦ ଭଟ୍ଟ, କଶ୍ମୀର ବିଶ୍ୱବିଦ୍ୟାଳୟର ସିନିୟର ପ୍ରଫେସର ମାଜିଦ ହୁସେନ କାଦୀରୀ ଓ ହିଜବୁଲ୍ଲା ମୁଜାହିଦ୍ଦିନ ମୁଖ୍ୟ ସୟେଦ ସଲ୍ଲାଉଦ୍ଦିନଙ୍କ ପୁତ୍ର ସୟେଦ ଅବଦୁଲ୍ଲ ମୁଇଦ । ଏମାନଙ୍କୁ ୩୧୧ ଆର୍ଟିକିଲ ଲାଗୁ କରାଇ ହଟାଯାଇଛି । ବିଟ୍ଟାଙ୍କ ପତ୍ନୀ ୨୦୧୧ ବ୍ୟାଚର ଜେକେଏଏସ ଅଧିକାରୀ । ଭାରତ ପ୍ରତି ବିପଦ ସୃଷ୍ଟି କରୁଥିବା ବିଦେଶୀ ଶତ୍ରୁଙ୍କ ସହ ସେ ସମ୍ପର୍କ ରଖିବା ଅଭିଯୋଗ ଆସିଛି । ଆଜି ସୁଦ୍ଧା ଜମ୍ମୁ-କଶ୍ମୀରରେ ୪୦ କର୍ମଚାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.