ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ସୀମିତ ଓଭର ବିଶିଷ୍ଟ ସିରିଜ ପାଇଁ ଶୁକ୍ରବାର ଭାରତୀୟ ମହିଳା କ୍ରିକେଟ ଟିମର ଘୋଷଣା କରାଯାଇଛି । ହରମନପ୍ରୀତ ଉଭୟ ଦିନିକିଆ ଏବଂ ଟି୨୦ରେ ଦଳର ନେତୃତ୍ୱ ନେବେ ଏବଂ ସ୍ମୃତି ମାନ୍ଧନା ତାଙ୍କ ଡେପୁଟି ରହିବେ । ସିନିୟର ପେସ ବୋଲର ଝୁଲଣ ଗୋସ୍ୱାମୀ ଆଘାତ ସମସ୍ୟା ପରେ ଦିନିକିଆ ଦଳକୁ ପ୍ରତ୍ୟାବର୍ତନ କରିଛନ୍ତି । ଜେମିମା ରୋଡ୍ରିଗିସ ମଧ୍ୟ ଫିଟ ହେବା ପରେ ଉଭୟ ଟିମରେ ସ୍ଥାନ ପାଇଛନ୍ତି ।
ଟି୨୦ ଟିମ: ହରମନପ୍ରୀତ କୌର (ଅଧିନାୟିକା), ସ୍ମୃତି ମାନ୍ଧାନା (ଉପ ଅଧିନାୟିକା), ଶେଫାଳୀ ବର୍ମା, ଦୀପ୍ତି ଶର୍ମା, ପୂଜା ବସ୍ତ୍ରକାର, ଜେମିମା ରୋଡ୍ରିଗ୍ୟୁସ, ସ୍ନେହା ରାଣା, ରେଣୁକା ସିଂ ଠାକୁର, ମେଘନା ସିଂ, ରାଧା ଯାଦବ, ଏସମେଘନା, ତାନ୍ୟା ସପନା ଭାଟିଆ, ରାଜେଶ୍ୱରୀ ଗାଏକ୍ୱାଡ, ଡିହେମଲତା, ସିମରନ ଦିଲ ବାହାଦୂର, ରିଚା ଘୋଷ ଓ କେପି ନାଭଗି ।
ଦିନିକିଆ ଟିମ: ହରମନପ୍ରୀତ କୌର (ଅଧିନାୟିକା), ସ୍ମୃତି ମାନ୍ଧାନା (ଉପ ଅଧିନାୟିକା, ଶେଫାଳୀ ବର୍ମା, ଦୀପ୍ତି ଶର୍ମା, ପୂଜା ବସ୍ତ୍ରକାର, ଜେମିମା ରୋଡ୍ରିଗ୍ୟୁସ, ସ୍ନେହା ରାଣା, ରେଣୁକା ସିଂ ଠାକୁର, ମେଘନା ସିଂ, ତାନ୍ୟା ସପନା ଭାଟିଆ, ରାଜେଶ୍ୱରୀ ଗାଏକ୍ୱାଡ, ଡିହେମଲତା, ସିମରନ ଦିଲ ବାହାଦୂର, ହୀରାଲାଲ ଦେଓଲ ଓ ଝୁଲଣ ଗୋସ୍ୱାମୀ
BREAKING NEWS
- ଯଶସ୍ୱୀଙ୍କ ଶତକ ଆଗରେ ଫିକା ପଡିଲା ଶାହୀଦଙ୍କ ଇନିଂସ: ଭାରତର କ୍ଲିନ ସୁଇପ
- ଟିଏମ୍ସିରେ ମହାଭାରତ: ଫ୍ରିଜ୍ ହେଲା ଦଳର ୩ଟି ବ୍ୟାଙ୍କ ଆକାଉଣ୍ଟ
- ଖାଇବର ପାଖତୁନଖ୍ୱାରେ ବଡ଼ ଧରଣର ବୋମା ବିସ୍ଫୋରଣ; ୭ ମୃତ, ଅନେକ ଆହତ
- ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ ମାହୋଲ: ପୁଣି ହର୍ମୁଜ ବନ୍ଦ କଲା ଇରାନ, ଆମେରିକା ସହ ଚୁକ୍ତି ଭାଙ୍ଗିବା ନେଇ ଦେଲା ଚେତାବନୀ
- ପର୍ଯ୍ୟଟକଙ୍କ ପାଇଁ ବିହାର ସରକାରଙ୍କ ବଡ଼ ଅଫର: ଲଦାଖ ବୁଲିବା ଖର୍ଚ୍ଚରୁ ୫୦ ପ୍ରତିଶତ ବହନ କରିବେ ସରକାର, ଜାଣନ୍ତୁ କେମିତି ମିଳିବ ସୁବିଧା
- Amit Shah Vows To Expel Infiltrators: “ଏହା କୌଣସି ଧର୍ମଶାଳା ନୁହେଁ; ଏଠାରେ ଜନ୍ମଗ୍ରହଣ କରିଥିବା ଲୋକମାନେ ହିଁ ଏହି ଦେଶରେ ରହିବେ”
- ‘ପଶ୍ଚିମବଙ୍ଗରେ ପରିବର୍ତ୍ତନର ନୂଆ ପବନ ବହୁଛି’, ବିଭିନ୍ନ ପ୍ରକଳ୍ପର ଭେଟି ଦେଇ ମମତାଙ୍କୁ ଘେରିଲେ ପ୍ରଧାନମନ୍ତ୍ରୀ ମୋଦି
- ଏଆଇଏଫଏଫର ନାମ ବଦଳି ହେବ କି ଏଫଏଫବି
- ପିଲା ଚୋର ଗୁଜବରୁ ଭୟାବହ ଭିଡ଼ ହିଂସା: ରାୟଗଡ଼ାରେ ଏନ୍ଜିଓ କର୍ମୀଙ୍କୁ ଅମାନୁଷିକ ଆକ୍ରମଣ, ଓଡ଼ିଶା ରାଜନୀତିରେ ନିଆଁ
- ବ୍ଲଡ୍ ବ୍ୟାଙ୍କ ବନ୍ଦ, ମିଳିଲାନି ରକ୍ତ: ୫୦ କିଲୋମିଟର ଦୂର ଭବାନୀପାଟଣା ଗଲା ବେଳେ ବାଟରେ ଆଖି ବୁଜିଲା ୫ ବର୍ଷର ଶିଶୁ

Comments are closed.