ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନମ କାପୁର ମାଆ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ନୀତୁ କାପୁର ସୋସିଆଲ ମିଡିଆରେ ସମ୍ପର୍କରେ ଜଣାଇଛନ୍ତି । ସୋନମ ଏବଂ ଆନନ୍ଦ ଆହୁଜାଙ୍କ ପୁତ୍ର ସନ୍ତାନ ଜନ୍ମ ହେଇଥିବା ସେ ସ୍ପଷ୍ଟ କରିଛନ୍ତି । ଅଗଷ୍ଟ ୨୦ରେ ସୋନମ ଏକ ପୁତ୍ର ସନ୍ତାନର ମାଆ ହୋଇଛନ୍ତି । ଜୀବନର ଏକ ନୂତନ ଯାତ୍ରାରେ ଆମକୁ ସହଯୋଗ କରିଥିବା ସମସ୍ତଙ୍କୁ ନୀତୁ କାପୁର ଧନ୍ୟବାଦ ଜଣାଇଛନ୍ତି । ଚଳିତ ବର୍ଷ ମାର୍ଚ୍ଚରେ ସୋନମ ପ୍ରେଗେନ୍ସି ସମ୍ପର୍କରେ ଘୋଷଣା କରିଥିଲେ । ଏଥର ଆମ ଜୀବନ ପୂରା ବଦଳିବାକୁ ଯାଉଛି ବୋଲି ଆନନ୍ଦ କହିଛନ୍ତି । ୨୦୧୮ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ । ଏହାର ୪ ବର୍ଷ ପରେ ସୋନମ ତାଙ୍କ ବେବି ବମ୍ପର ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ । ଅନୀଲ କାପୁରଙ୍କ ଝିଅ ସୋନମ ବଲିଉଡରେ ଏକ ଷ୍ଟାଇଲିଶ ଅଭିନେତ୍ରୀ ଭାବେ ପରିଚିତ । ସେ ହଠାତ ବିବାହ କରି ସମସ୍ତଙ୍କୁ ଚକିତ କରି ଦେଇଥିଲେ ।
BREAKING NEWS
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ
- ଭାରତକୁ ‘ଉଚ୍ଚଜାତି ହିନ୍ଦୁ ରାଷ୍ଟ୍ର’ କରିବା ପାଇଁ ଚାହୁଁଛି SIR: ନିର୍ମଳା ସୀତାରମଣଙ୍କ ସ୍ୱାମୀ ପରକଲା ପ୍ରଭାକର
- Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
- Koffee With Karan: ସିଜିନ୍-୯ ପରେ ଶୋ’ ଶେଷ, ଭାବବିହ୍ୱଳ ଭିଡିଓ ପୋଷ୍ଟ
- Chambal to UPSC: ଜେଜେ ଚମ୍ବଲର ଡକାୟତ! ନାତି ବାଛିଲେ ଅଲଗା ରାସ୍ତା; UPSCରେ ସଫଳ ହୋଇ ଏବେ ସିଭିଲ ସର୍ଭିସରେ

Comments are closed.