ଭୁବନେଶ୍ୱର : ୨୦୦୬ ବ୍ୟାଚର ୫୫ଜଣ ଭାରତୀୟ ପ୍ରଶାସନିକ ସେବା ( ଆଇଏଏସ୍ ) ଅଧିକାରୀଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ବା ସେହି ସମକକ୍ଷ ପଦରେ ସାମିଲ କରାଯାଇଛି । ଏମାନଙ୍କ ମଧ୍ୟରୁ ଓଡିଶା କ୍ୟାଡର ଆଇଏଏସ୍ ଅଧିକାରୀ ରୂପା ରୋଶନ ସାହୁଙ୍କ ସମେତ ୫୪ ଜଣଙ୍କୁ ଯୁଗ୍ମ ସଚିବ ପଦରେ ସାମିଲ ହୋଇଛନ୍ତି। ଆଇଏଏସ୍ ଅଧିକାରୀ ରୂପା ରୋଶନ ସାହୁ ବର୍ତ୍ତମାନ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହି ୫୫ ଅଧିକାରୀଙ୍କ ନାମ ନିମ୍ନଲିଖିତ ଚିଠିରେ ଉପଲବ୍ଧ ଅଛି –
BREAKING NEWS
- ଏନସିଏ ହାଇ ପର୍ଫମାନ୍ସ ପ୍ରୋଗ୍ରାମ: ୩୦ ଖେଳାଳିଙ୍କ ମଧ୍ୟରେ ଶ୍ରେୟାଶ ଆୟାର, ଈଶାନ କିଶାନ
- ଭୁବନେଶ୍ଵରରେ ମୋଦୀ, ଦଳୀୟ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର
- ପଞ୍ଜାବକୁ ହରାଇଲା ହାଇଦ୍ରାବାଦ
- ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ, ମିଳିବ ୧୫ ଲକ୍ଷର ଅନୁକମ୍ପା ରାଶି
- ଭଂଜନଗରରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ରକ୍ତାକ୍ତ
- ଆସନ୍ତୁ ଜାଣିବା ଆଇପିଏଲ ବ୍ରଡକାଷ୍ଟରଙ୍କ ଉପରେ କାହିଁକି ବିରକ୍ତ ହୋଇଛନ୍ତି ରୋହିତ
- ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି
- ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ
- ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ
- ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି