Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ଜେଲରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁର ତଣ୍ଟି କାଟି ହତ୍ୟା ଉଦ୍ୟମ

ପୁରୀ: ଜେଲ୍ ଭିତରେ ତଣ୍ଟି କାଟି ହତ୍ୟା ଉଦ୍ୟମ । ଆକ୍ରମଣରେ ପୁରୀର ଦୁର୍ଦ୍ଦାନ୍ତ ଅପରାଧୀ ଧୀଧେନ୍ଦ୍ରନାଥ ଓରଫ୍ ପପୁ ବରାଳ ଗୁରୁତର ହୋଇଛି । ତାକୁ ଗୁରୁତର ଅବସ୍ଥାରେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦାଦାବଟି ମାମଲାରେ ଚଳିତ ମାସ ୨୩ ତାରିଖରେ ସମୁଦ୍ରକୂଳ ଥାନା ପୋଲିସ ପପୁକୁ  ଗିରଫ କରିଥିଲା ।

ତେବେ ଜେଲରେ ତଣ୍ଟି କାଟି ହତ୍ୟା ଉଦ୍ୟମ ନେଇ ଜେଲ୍ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ ।

Comments are closed.