ନୂଆଦିଲ୍ଲୀ: ଗୁଜରାଟ ଦଙ୍ଗା ମାମଲାରେ ତିସ୍ତା ସୀତଳୱାଡାଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ୨୦୦୨ ଦଙ୍ଗାରେ ତିସ୍ତା ନିରୀହ ଲୋକଙ୍କୁ ଫସାଇବା ପାଇଁ ନକଲି ପ୍ରମାଣପତ୍ର ଉପସ୍ଥାପନ କରି ଷଡଯନ୍ତ୍ର ରଚିଥିଲେ । ସୁପ୍ରିମକୋର୍ଟ ତାଙ୍କ ପାସପୋର୍ଟ ସରେଣ୍ଡର କରିବା ସହ ତଦନ୍ତରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତଳକୋର୍ଟ ଏବଂ ଗୁଜରାଟ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରି ନ ଥିଲେ । ଏହା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ । ତିସ୍ତାଙ୍କ କେସ ଲଢ଼ୁଥିବା କପିଳ ସିବଲ ଜୁନ ୨୪ ସୁପ୍ରିମକୋର୍ଟଙ୍କ ନିଷ୍ପତି ପରେ ଏହାର ଆଉ କିଛି ମାନେ ନାହିଁ ବୋଲି ଦାବୀ ଉପସ୍ଥାପନ କରିଥିଲେ । ୨ମାସରୁ ଅଧିକ ସମୟ ଜେଲରେ ଥିବାରୁ ତିସ୍ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ପାଇଁ ସେ କହିଥିଲେ । ଗୁଜରାଟ ହାଇକୋର୍ଟ ଏ ସମ୍ପର୍କରେ ସେପ୍ଟେମ୍ବର ୧୯ରେ ଶୁଣାଣି କରିବା ପାଇଁ ତାରିଖ ଧାର୍ଯ୍ୟ କରିଥିଲା ।
BREAKING NEWS
- Rupee Export: ଡଲାର-ୟୁରୋ ଭଳି ଏବେ ଟଙ୍କାରେ ମିଳିବ ରପ୍ତାନି ସୁବିଧା! ବଡ଼ ନିଷ୍ପତ୍ତି ନେଲେ ସରକାର…
- ଖାଉଟିଙ୍କୁ ମହଙ୍ଗା ମାଡ: ହୁ ହୁ ହୋଇ ବଢିଚାଲିଛି ଚିନି ଦର, କେନ୍ଦ୍ର କହୁଛି ବଢ଼ିବନି ଚିନି ମୂଲ୍ୟ!
- ମେଡିକାଲ ଚେକଅପ୍ର ୬ ଘଣ୍ଟା ମଧ୍ୟରେ ପୁଣି ଜେଲ୍ ଫେରିଲେ ଇମ୍ରାନ ଖାନ
- ଜନ୍ତରମନ୍ତର ଛାତ୍ର ପ୍ରତିବାଦ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି
- ବନ୍ୟା ପ୍ରଭାବିତ ଏହି ଜିଲ୍ଲାର ୩୧୩ଟି ସ୍କୁଲ୍ ବନ୍ଦ ଘୋଷଣା
- ଅପମିଶ୍ରିତ ପନିରକୁ ନେଇ ପୁଣି ବଡ଼ ରେଡ, ଟ୍ୱିନ ସିଟି ପରେ ଏବେ ବ୍ରହ୍ମପୁରରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ
- ଆସୁଛି ଆଉ ଏକ ଲଘୁଚାପ: ପୁଣି ଝଡ଼ବର୍ଷା ଚେତାବନୀ, ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
- Circuit House gun case:ବନ୍ଧୁକ ମାମଲାରେ ବଢ଼ିଲା ଅଡୁଆ;ବିଜେପି ଯୁବ ନେତା ପ୍ରକାଶ ପାଶ୍ବାନ ନିଲମ୍ବିତ
- ଅନଲାଇନ୍ ଟ୍ୟାକ୍ସି ଚାଳକ ଓ ପୋଲିସ ମୁହାଁମୁହିଁ ଘଟଣା: ହିଂସାତ୍ମକ କାର୍ଯ୍ୟକଳାପକୁ ନିନ୍ଦା କଲା ବିଜେଡି, ପାଲଟା ଜବାବ ଦେଲା ବିଜେପି
- SBI ଆକାଉଣ୍ଟ ଧାରକଙ୍କୁ ବଡ଼ ଝଟକା, ବାରମ୍ବାର ଜମା ଖାତାରୁ ଟଙ୍କା ଉଠାଇଲେ ପଡ଼ିବ ଅଲଗା ଦେୟ, ଜାଣନ୍ତୁ କଣ ରହିଛି ନୂଆ ନିୟମ

Comments are closed.