ପୁରୀ: ବିଶିଷ୍ଟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବ୍ରିଟେନ ମହାରାଣୀ ଏଲିଜାବେଥଙ୍କୁ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ପୁରୀ ବେଳାଭୂମିରେ 740 ଗୋଲାପ ସ୍ଥାପନ କରି ସେ ବାଲୁକାକଳାରେ ମହାରାଣୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଅସୁସ୍ଥତା ହେତୁ ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ବିତୀୟଙ୍କର 96 ବର୍ଷ ବୟଷରେ ପରଲୋକ ଘଟିଛି । ସାରା ବିଶ୍ବରୁ ତାଙ୍କପ୍ରତି ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି ।
BREAKING NEWS
- ରାଜ୍ୟପାଳଙ୍କ ପ୍ରଥମ ମହିଳା ଏଡିସି ଭାବେ ଆଇପିଏସ୍ ଅଫିସର ଅନନ୍ୟା ଅୱସ୍ତି ନିଯୁକ୍ତ
- ସୁଲଭ ମୂଲ୍ୟରେ ଘର କିଣିବାକୁ ଚାହୁଁଛନ୍ତି କି? ସବୁ ଜିଲ୍ଲା ପାଇଁ ବଡ଼ ଯୋଜନା କରୁଛନ୍ତି ସରକାର
- ଆଇପିଏଲକୁ ନେଇ ସଚିନ ତେନ୍ଦୁଲକରଙ୍କ ପ୍ରସ୍ତାବ ଗ୍ରହଣ କରିବ କି ବିସିସିଆଇ
- ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ
- ମହାନଦୀକୁ ଡେଇଁଲେ ମହିଳା, ୧୫ ଦିନ ପୂର୍ବେ ବିବାହ…
- ମୋହନ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବ: ପ୍ରଧାନମନ୍ତ୍ରୀ ମାଗିଲେ ଦୁଇ ବର୍ଷର ରିପୋର୍ଟ କାର୍ଡ
- ପକ୍ଷାଘାତ ବ୍ୟକ୍ତିଙ୍କୁ ଗୁଡ଼ାଇ ଧରିଲା ସାପ
- ଆଇପିଏଲ ଫାଇନାଲ: ହୋଟେଲରୁ ଆରମ୍ଭ କରି ସବୁ କିଛି ଆକାଶ ଛୁଆଁ
- ଯୌନ ସ୍ୱାସ୍ଥ୍ୟ ଉପରେ ସିଗାରେଟ୍ ଏବଂ ନିକୋଟିନର କ୍ଷତିକାରକ ପ୍ରଭାବ: ସାବଧାନ କଲେ ଡାକ୍ତର
- ହିରୋଇନ କରିଦେବି କହି ଦୁଷ୍କର୍ମ ଅଭିଯୋଗ; ଅଶୋକ ସମ୍ରାଟ ମ୍ୟାନେଜର କହିଲେ- ଗିରଫ ଦୁଇ…
Comments are closed.