ଏସିଆ କପ୍-୨୦୨୨ ଫାଇନାଲରେ ପ୍ରଥମେ ବ୍ୟାଟିଂ କରୁଛି ଶ୍ରୀଲଙ୍କା । ଟସ୍ ଜିଣି ପାକିସ୍ତାନ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ପ୍ରଥମ ଓଭରରୁ ଶ୍ରୀଲଙ୍କାର ଉଇକେଟ ପତନ ପରେ କ୍ରମାଗତ ଉଇକେଟ ହରାଇ ଚାଲିଛି ଶ୍ରୀଲଙ୍କା । ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍ରେ ଏହି ମ୍ୟାଚ ଖେଳାଯାଉଛି। ପାକିସ୍ତାନ ଶେଷ ଥର ପାଇଁ ୨୦୧୨ ମସିହାରେ ଏସିଆ କପ୍ ଜିତିଥିଲା। ସେହି ସମୟରେ ବାଂଲାଦେଶକୁ ୨ ରନ୍ ରେ ହରାଇ ଚାମ୍ପିଅନ ହୋଇଥିଲା। ଶେଷ ସୂଚନା ଅନୁସାରେ ଶ୍ରୀଲଙ୍କା ୬ ଓଭରରେ ୩ ଉଇକେଟ ହରାଇ ୪୨ ରନ୍ କରିଛି ।
BREAKING NEWS
- Puri Temple Closed: ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
- ଆଜିଠୁ ନବମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ନାମ ପଞ୍ଜୀକରଣ: ଅନଲାଇନ କରିବେ ନା ଅଫଲାଇନ ଜାଣନ୍ତୁ…
- ୩୯ ପରିବାରକୁ ୨ ଲକ୍ଷ ଟଙ୍କା ଘୋଷଣା… ବଙ୍ଗଳାରେ SIR ଯୋଗୁଁ କେତେ ଲୋକଙ୍କ ମୃତ୍ୟୁ ହୋଇଛି, କେତେ BLO ପ୍ରଭାବିତ ହୋଇଛନ୍ତି?
- ସରକାରୀ ଟଙ୍କାରେ ବାବରୀ ମସଜିଦ ନିର୍ମାଣ କରିବାକୁ ଚାହୁଁଥିଲେ ନେହେରୁ, କିନ୍ତୁ ଏହି ନେତା ବାଧା ଦେଇଥିଲେ
- ଟିଏସ୍ଏମ୍ ପକ୍ଷରୁ ଏନ୍ଏଚ୍-୫୫ର କଣ୍ଟାବଣିଆଠାରେ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ
- ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ: ମୁଖ୍ୟମନ୍ତ୍ରୀ
- ଫାଇରିଂ କରିଦେବି କହି ଅଡୁଆରେ ବିଜେଡି ନେତା ପ୍ରଦୀପ ମାଝୀ…ଥାନାରେ ଏତଲା
- Illegal Bangladeshi: ବିଳମ୍ବିତ ରାତିରେ ବାଂଲାଦେଶୀ ସନ୍ଦେହରେ ପୋଲିସର ଚଢ଼ାଉ;୨୧ ସନ୍ଦିଗ୍ଧ ଅଟକ
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
Comments are closed.