ମାଲକାନଗିରି: ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ଦେଖି ସଙ୍ଗଠନ ଛାଡିଛନ୍ତି ମିଲିସିଆ । ମାଲକାନଗିରି ଜିଲ୍ଲାରୁ 700ରୁ ଅଧିକ ମିଲିସିଆ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ମାଓ ସଙ୍ଗଠନ ଛାଡ଼ି ସାଧାରଣ ଜୀବନ ସ୍ରୋତରେ ସାମିଲ ହେଉଛନ୍ତି ଆଦିବାସୀ । ପୋଲିସର ସଚେତନତା ପରେ ଆନ୍ଧ୍ର ଓ ଓଡିଶାର 700 ରୁ ଉର୍ଦ୍ଧ୍ବ ମିଲିସିଆ ମାଲକାନଗିରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସେମାନେ ସାଧାରଣ ଜୀବନ ଅତିବାହିତ କରିବା ପାଇଁ ଆତ୍ମସମର୍ପଣ କରିଥିବା କହିଛନ୍ତି । ମିଲିସିଆ ଆନ୍ଧ୍ରପ୍ରଦେଶ ଓ ମାଲକାନଗିରି ଜିଲ୍ଲାର ବୋଲି ଜଣାପଡ଼ିଛି । କୋରାପୁଟ ଡିଆଇଜି ରାଜେଶ୍ ପଣ୍ଡିତଙ୍କ ସହ ମାଲକାନଗିରି ଏସପି ନୀତିଶ ଓ୍ବାଧଓ୍ବାନେ ଓ ବିଏସଏଫ ଅଧିକାରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି ଏ ସମସ୍ତ ଆଦିବାସୀ ।
BREAKING NEWS
- ଇଣ୍ଡିଗୋ ସଙ୍କଟ ମଧ୍ୟରେ ରେଳବାଇର ବଡ଼ ଘୋଷଣା; ୩୭ ଟ୍ରେନରେ ଯୋଡାଗଲା ୧୧୬ କୋଚ୍
- ଟ୍ରମ୍ପଙ୍କୁ ମିଳିଲା ଶାନ୍ତି ପୁରସ୍କାର…
- Ama Bus:ପୁଣି ଆମ ବସ୍ ଧକ୍କାରେ ଗଲା ଜୀବନ, ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
Comments are closed.