କଟକ: କଟକ ଜଗତପୁରରେ ହାତୀ ମାତିଛନ୍ତି । ହାତୀପଲଙ୍କ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ନିମପୁରରେ ବୃଦ୍ଧ ଓ ବୃଦ୍ଧାଙ୍କୁ ଦଳି ମାରିଦେଇଛନ୍ତି ହାତୀପଲ । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟ ଦେଖାଦେଇଛି । ଜଗତପୁର ଗୋଲେଇ ଛକଠାରୁ ଆଇବି ରୋଡ ପର୍ଯ୍ୟନ୍ତ ଲୋକେ ସତର୍କ ରହିବା ପାଇଁ କୁହାଯାଇଛି । ହାତୀକୁ ଘଉଡ଼ାଇବା ପାଇଁ ଉଦ୍ୟମ ଜାରି ରଖିଛି ବନ ବିଭାଗ ।
BREAKING NEWS
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
Comments are closed.