ବ୍ରହ୍ମପୁର: ଗଞ୍ଜାମ ଜିଲାର ଭଞ୍ଜନଗର ଜଳସେଚନ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ନୁ ଚରଣ ସାହୁଙ୍କ ଘରେ ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢାଉ ହୋଇଛି। ଯନ୍ତ୍ରୀ ସାହୁ ବାଘୁଆ ଜଳସେଚନ ପ୍ରକଳ୍ପରେ କାର୍ଯ କରୁଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଛି। ଓଡିଶା ଭିଜିଲାନ୍ସର ଏକ ଟିମ୍ ବ୍ରହ୍ମପୁରର ୭ଟି ସ୍ଥନରେ ଏକକାଳୀନ ଚଢାଉ କରୁଛନ୍ତି। ଏଥିରେ ଜଣେ ଅତିରିକ୍ତ ଏସପି, ୪ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ମାନେ ଏହି ଚଢାଉରେ ସାମିଲ ଅଛନ୍ତି। ଚଢାଉ ଜାରି ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।
BREAKING NEWS
- CBSEର ନୂଆ ଅଧ୍ୟକ୍ଷ ପ୍ରଶାନ୍ତ ଲୋଖଣ୍ଡେ ସୀତାରାମ
- ଏସଟି, ଏସସି, ଏସିବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ବଢିଲା ସିଟ୍ ସଂରକ୍ଷଣ
- କାଶିରା ଗ୍ରାମରେ ଜେଏସଡବ୍ଲୁ ଷ୍ଟିଲ୍ ପକ୍ଷରୁ ସଫେଇ ଅଭିଯାନ
- ହାତୀ ମୃତ୍ୟୁ ଘଟଣା; ଫରେଷ୍ଟର ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ
- ହାର୍ଦ୍ଦିକ, ରୋହିତଙ୍କୁ ଫିଟନେସ ଟେଷ୍ଟ ପ୍ରମାଣିତ କରିବାକୁ କହିଲା ବିସିସିଆଇ
- ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ: ଭାରତୀୟ କ୍ୟାମ୍ପରେ ସାମିଲ ହେଲେ ଆକ୍ୱିବ ନବୀ
- ସାଇରାଜ ବାହୁଟୁଲେ ଭାରତୀୟ କ୍ରିକେଟ୍ ଦଳର ନୂଆ ସ୍ପିନ୍ ପ୍ରଶିକ୍ଷକ
- ଭାରତରେ ଶିଶୁ ମୃତ୍ୟୁ ହାରରେ ସୁଧାର, ଏବେବି ଏହି ରାଜ୍ୟ ସବୁଠାରୁ ଚିନ୍ତାଜନକ ସ୍ଥିତିରେ ରହିଛି
- CBSE ମାମଲାରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କୁ ବିଦା କଲେ
- ଅଣ୍ଡରୱେଟ୍ ଶିଶୁଙ୍କ ଜଳଖିଆ ଖର୍ଚ୍ଚ ୧୨ ଟଙ୍କାକୁ ବୃଦ୍ଧି, ୩୫,୦୦୦ ପିଲା ପାଇବେ…
Comments are closed.