ମୁମ୍ବାଇ: ବର୍ଷିୟାନ ଅଭିନେତା ଅରୁଣ ବାଲିଙ୍କ ଦେହାନ୍ତ। ଆଜି ମୁମ୍ବାଇରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବୟସ ବର୍ଷ ହୋଇଥିଲା। ମିଆଷ୍ଟେନିଆ ଗ୍ରାଭିସ୍ ନାମକ ଏକ ବିରଳ ନ୍ୟୁରୋମସ୍କୁଲାର ରୋଗରେ ପୀଡିତ ଥିଲେ। ଏହି ରୋଗ କାରଣରୁ ଅରୁଣ ଦୀର୍ଘଦିନ ହେବ ଚିକିତ୍ସାଧୀନ ଅବସ୍ଥାରେ ରହିଥିଲେ। ଅନେକ ହିନ୍ଦୀ ଚଳଚ୍ଚିତ୍ରରେ ନିଜର ଚମତ୍କାର ଅଭିନୟ ଦ୍ୱାରା ସେ ଦର୍ଶକଙ୍କ ଠାରୁ ଆରମ୍ଭ କରି ଅଭିନେତାଙ୍କ ହୃଦୟ ମଧ୍ୟ ଜିତିପାରିଥିଲେ। ଥ୍ରୀ ଇଡିଅଟ୍, ପାନିପତ, କେଦାରନାଥ, ହେ ରାମ,ପୋଲିସୱାଲା ଗୁଣ୍ଡା ଭଳି ଅନେକ ଚଳଚ୍ଚିତ୍ରରେ ନିଜର ଅଭିନୟର ଯାଦୁ ଦେଖାଇ ଦର୍ଶକଙ୍କ ମନ କିଣିପାରିଥିଲେ । ତାଙ୍କ ମୃତ୍ୟୁକୁ ନେଇ ସିନେ ଜଗତରେ ଖେଳି ଯାଇଛି ଶୋକର ଛାୟା।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.