ଯାଜପୁର : ବଡ଼ଚଣା ବ୍ଲକ ଅଧୀନସ୍ଥ ଦର୍ପଣ ପଂଚାୟତ କୋଲସାହି ଅଂଚଳରୁ ଅଜଗର ସାପ ଉଦ୍ଧାର। ନିକଟସ୍ଥ ଜଙ୍ଗଲରୁ ଏହି ଅଜଗର ସାପଟି ଗାଁ ଅଭିମୁଖେ ଚାଲି ଆସିଥିବା ବେଳେ ଅଜଗର ସାପଟିକୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଏ ନେଇ ସ୍ଥାନୀୟ ଲୋକେ ଚଣ୍ଡିଖୋଲ ବନ ବିଭାଗକୁ ଜଣାଇଥିଲେ। ଘଟଣା ସ୍ଥଳରେ ଚଣ୍ଡିଖୋଲ ବନ ବିଭାଗ କର୍ମଚାରୀ ପହଞ୍ଚି ଅଜଗର ସାପଟିକୁ ଉଦ୍ଧାର କରି ସ୍ଥାନୀୟ ବାରୁଣାବନ୍ତ ପାହାଡ଼ରେ ଛାଡି ଦେଇଥିବା ସୂଚନା ମିଳିଛି। ଅଜଗରଟିର ଲମ୍ବ ୧୦ ଫୁଟ ରହିଥିବା ବେଳେ ବିଭିନ୍ନ ସମୟରେ ଖାଦ୍ୟ ଅନ୍ୱେଷଣରେ ସ୍ଥାନୀୟ ଜଙ୍ଗଲରୁ ଅଜଗର ସାପ ଜନବସତି ଆଡ଼କୁ ଚାଲି ଆସୁଥିବା ଦେଖିବାକୁ ମିଳୁଛି।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର
- ଏମ.ଏସ. ଧୋନିଙ୍କ ରେକର୍ଡ ସହ ସମକକ୍ଷ ହେଲେ ରାହୁଲ

Comments are closed.