ବ୍ରହ୍ମପୁର:ଗଞ୍ଜାମ ଜିଲା ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଆର୍.ଦାମୋଦରପଲ୍ଳୀ ଉପସ୍ବାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ରକୁ ଆଇଏଏସ୍ଓ ମାନ୍ୟତା ମିଳିଛି। ଏନେଇ ଜିଲା ସ୍ବାସ୍ଥ୍ୟ ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଲୋକମାନଙ୍କୁ ମାଗଣାରେ ସ୍ବାସ୍ଥ୍ୟ ସୁବିଧା ଏବଂ ବିଭିନ୍ନ ପ୍ରକାର ପରୀକ୍ଷା ଯୋଗାଇ ଦେବା, ଓପିଡ଼ି, ଆଇପିଡ଼ି, ଜରୁରୀକାଳନ ଚିକିତ୍ସା ସୁବିଧା, ନିରାମୟରେ ମାଗଣାରେ ଔଷଧ ପ୍ରଦାନ, ପରିବାର ନିୟୋଜନ, ମାତୃ ଏବଂ ଶିଶୁ ସ୍ବାସ୍ଥ୍ୟ ସେବା, ଟିକାକରଣ, ସଂକ୍ରମଣ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ସ୍ବାସ୍ଥ୍ୟ ପରାମର୍ଶ ଏବଂ ଅଣସଂକ୍ରାମଣ ରୋଗ ନିୟନ୍ତ୍ରଣ ଦିଗରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିବା ଯୋଗୁ ଆଇଏଏସ୍ଓ ମାନ୍ୟତା ମିଳିଛି। ଆସନ୍ତା ୨୦୨୫ ମସିହା ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଆଇଏଏସ୍ଓ ମାନ୍ୟତା ବଜାୟ ରହିବ।
BREAKING NEWS
- ମହାରାଷ୍ଟ୍ରକୁ ଚାଲାଣ ବେଳେ ୧୨୦କିଲୋରୁ ଅଧିକ ଗଞ୍ଜେଇ ଜବତ
- ନୀତି ଆୟୋଗର ଉପାଧ୍ୟକ୍ଷଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ବୈଠକ;ଓଡ଼ିଶାର ସାମଗ୍ରିକ ବିକାଶ ନେଇ ଆଲୋଚନା
- ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ନ୍ୟୁଜିଲାଣ୍ଡକୁ ହରାଇଲା ଭାରତ
- Explosives recovered: ନକ୍ସଲଙ୍କ ବଡ ଷଡଯନ୍ତ୍ର ପଣ୍ଡ; ୧୬ଟି ଆଇଇଡି ସହ ବିପୁଳ ପରିମାଣର ବିସ୍ଫୋରକ ଜବତ
- BJD: ବିଜେପି ଶାସନରେ ସାଇବର ଅପରାଧ ଓ ଫେକ୍ ନ୍ୟୁଜରେ ବୃଦ୍ଧି ଘଟିଛି: ବିଜେଡି
- ଆମ ବସ୍ ଭଙ୍ଗାରୁଜା ଘଟଣା; ଦୁଇ ଅଭିଯୁକ୍ତ ଗିରଫ
- Tragic landslide in Indonesia: ଭୟଙ୍କର ଭୂସ୍ଖଳନ: ୨୧ ଜଣଙ୍କର ମୃତ୍ୟୁ, ୮୦ରୁ ଅଧିକ ନିଖୋଜ
- ଏକ ଆବାସିକ କୋଠାରେ ଗୁଳି ଚଳାଇବା ଅଭିଯୋଗରେ ଅଭିନେତା କମଲ ଆର ଖାନ ଗିରଫ
- ବାଂଲାଦେଶ ପରେ ବିଶ୍ୱକପରୁ ଓହରିଯିବ କି ପାକିସ୍ତାନ
- ଆଇସିସି ଟି୨୦ ବିଶ୍ୱକପ: ବାଂଲାଦେଶ ଆଉଟ, ସ୍କଟଲାଣ୍ଡ ଇନ
Comments are closed.