ଯାଜପୁର: ବୈରୀ ଥାନା ଅନ୍ତର୍ଗତ ଛତିଆ ନିକଟରେ ଟ୍ରକ ଧକ୍କାରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ଵର ସହିଦନଗର ଅଞ୍ଚଳରୁ ଏକ ପରିବାର ଯାଜପୁର ବିରଜା ଦର୍ଶନ ପାଇଁ ଯାଉଥିବା ବେଳେ ଛତିଆ ନିକଟରେ ଜଳଖିଆ ଖାଇବା ପାଇଁ ରହିଥଲେ । କାରର ଡ୍ରାଇଭର ହ୍ୟାଣ୍ଡବ୍ରେକ ନ ପକାଇ ବାହାର କୁ ଯାଇଥିବା ସମୟରେ ଗାଡି ଟି ଗଡିବାକୁ ଲାଗିଥିଲା. ଫଳରେ ଦୁଇ ମହିଳା ଗାଡିରୁ ଡେ଼ଇ ପଡ଼ିଥିବା ବେଳେ ପଛରୁ ଆସୁଥିବା ଟ୍ରକ ଟି ଧକ୍କା ଦେବା ଫଳରେ ଦୁଇ ମହିଳାଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ମୃତକ ହେଲେ ଭୁବନେଶ୍ଵର ସହିଦନଗର ଅଞ୍ଚଳର ଗୀତାରାଣୀ ପାଢ଼ୀ ଓ ସସ୍ମିତା ପାଢ଼ୀ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି ।
BREAKING NEWS
- ଚାରିଦିନିଆ ଓଡ଼ିଶା ଗସ୍ତରେ ବିହାରର କ୍ରୀଡ଼ା ମନ୍ତ୍ରୀ;ଉଚ୍ଚସ୍ତରୀୟ କ୍ରୀଡ଼ା ଭିତ୍ତିଭୂମିର ପରିଚାଳନା ବିଷୟରେ ଜାଣିବା ପାଇଁ…
- Terror attack in J&K:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ;ଜଣେ ମୃତ, ଅନ୍ୟ ଜଣେ ଆହତ
- କମନୱେଲଥ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଡେ
- ଇପିଏଫଓ ଆକାଉଣ୍ଟରୁ ଉଡ଼ିଗଲା ୧୯.୩୩ କୋଟି ଟଙ୍କା! ନୋକିଆ କର୍ମଚାରୀଙ୍କ ନାଁରେ CBI ର ଏଫଆଇଆର୍
- Odisha flood:ଏହି ଜିଲ୍ଲାରେ ୫ ଲକ୍ଷ ରୁ ଅଧିକ ଲୋକ ପ୍ରଭାବିତ; ୧ ଲକ୍ଷ ୭୬ ହଜାର ବିପନ୍ନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
- ଫେରୁଛି ‘ସୁପର୍ ସିକ୍ସ’ ରୋମାଞ୍ଚ: ୨୪ ବର୍ଷ ପରେ ଆଫ୍ରିକା ମାଟିରେ ଖେଳାଯିବ କ୍ରିକେଟ୍ ବିଶ୍ୱକପ୍, ଦେଖିବାକୁ ମିଳିବ ନୂଆ ଅନ୍ଦାଜ
- ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା: ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି
- ରାମ ଗୋପାଳ ବର୍ମା ଏବଂ ଉର୍ମିଳା ଗୁପ୍ତ ଭାବରେ ମନ୍ଦିରରେ କରିଥିଲେ ବିବାହ! କାହିଁକି ପଡିଲା ସମ୍ପର୍କରେ ପୂର୍ଣ୍ଣଚ୍ଛେଦ?
- ଚାଉଳ ଗାଡ଼ିରେ ଚାଲିଥିବା ଗଞ୍ଜେଇ ଚାଲାଣକୁ ଧରିଲା ଏସଟିଏଫ୍, ଜଣେ ଅଭିଯୁକ୍ତ ଗିରଫ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା:ପ୍ରଧାନଶିକ୍ଷକ ନିଲମ୍ବିତ
Comments are closed.