ଯାଜପୁର: ସରପଞ୍ଚଙ୍କ ପରିବାର ବିରୁଦ୍ଧରେ ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କଲେ ଗ୍ରାମବାସୀ । ଯାଜପୁର ବିଞ୍ଝାରପୁର ବ୍ଲକ ଗୁହାଳି ପଞ୍ଚାୟତର ସରପଞ୍ଚ ଦିବ୍ୟଜ୍ୟୋତି ଘଡାଇ ଓ ତାଙ୍କ ପରିବାର ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପଞ୍ଚାୟତବାସୀ। ସରପଞ୍ଚଙ୍କ ଶ୍ଵଶୂର, ସ୍ଵାମୀ ଓ ଦିଅର ପଞ୍ଚାୟତ ଲୋକଙ୍କୁ ଦୁର୍ବ୍ୟବହାର କରିବା ସହ ଗାଳିଗୁଲଜ କରୁଛନ୍ତି। ଏଥିସହ ବିଭିନ୍ନ ମିଥ୍ୟା ଘଟଣାରେ ପଞ୍ଚାୟତ ଲୋକଙ୍କ ନାମରେ ଥାନାରେ ମାମଲା କରି ଗରିବ ସାଧାରଣ ପଞ୍ଚାୟତ ବାସୀଙ୍କୁ ହଇରାଣ କରୁଛନ୍ତି । ଏନେଇ ସରପଞ୍ଚଙ୍କ ପରିବାର ବିରୁଦ୍ଧରେ ଗୁହାଳି ପଞ୍ଚାୟତବାସୀ ସାମ୍ଵାଦିକ ସମ୍ମିଳନୀ କରି ସାଂଘାତିକ ଅଭିଯୋଗ ଆଣିଛନ୍ତି। ତେବେ ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି। ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଚେତାବନୀ ଦିଆଯାଇଛି।
BREAKING NEWS
- ଶାରୀରିକ କ୍ଷମତା ବା ଭିନ୍ନ-କ୍ଷମତା ପ୍ରତିଭାର ବିକାଶରେ କେବେ ବି ବାଧା ସୃଷ୍ଟି କରେ ନାହିଁ: ମୁଖ୍ୟମନ୍ତ୍ରୀ
- ବାବା ଭେଙ୍ଗାଙ୍କ ବ୍ୟତୀତ ଆଉ କେଉଁମାନଙ୍କ ଭବିଷ୍ୟବାଣୀ ହୋଇଛି ସତ ? ଜାଣନ୍ତୁ…
- CM Air Health Service: ମାଓ ଅଧ୍ୟୁଷିତ ମାଲକାନଗିରିରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା…
- ‘୨୦୨୫-୨୬ରେ ଓଡ଼ିଶାକୁ ୧୩ ଗୁଣ ଅଧିକ ୧୦,୫୯୯ କୋଟିର ରେଳ ବଜେଟ୍ ଆବଣ୍ଟନ କରାଯାଇଛି’
- ୧୮,୧୧୧ ଏକରରୁ ଅଧିକ ବେଆଇନ ଗଞ୍ଜେଇ ଚାଷ ନଷ୍ଟ, କେବଳ ଏହି ଜିଲ୍ଲାରେ ସର୍ବାଧିକ…
- ଘନ କୁହୁଡ଼ିରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ନେଇ ପୂର୍ବତଟ ରେଳପଥର ବିଶେଷ ପଦକ୍ଷେପ
- Ollywood Movie: ସାମାଜିକ ବାର୍ତ୍ତା ନେଇ ଖୁବଶୀଘ୍ର ଆସୁଛି ଓଡ଼ିଆ ଫିଲ୍ମ ‘ମହାକାଳ’
- Fake News Threat To Democracy: ଫେକ୍ ନ୍ୟୁଜ ଗଣତନ୍ତ୍ର ପାଇଁ ବିପଦ: ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
- ଏହି ଲୋକମାନେ ପରମାଣୁ ବୋମାକୁ ସେତିକି ଭୟ କରନ୍ତିନି, ଯେତିକି ଇସଲାମକୁ କରନ୍ତି…
- E-Kyc: ସାଢେ ୬ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାସନ କାର୍ଡ….
Comments are closed.