ପୁରୀ : ପୁରୀରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ପୁରୀର ଏକ ହୋଟେଲରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ | ସିଟି ରୋଡ଼ ସ୍ଥିତ ଘରୋଇ ହୋଟେଲରେ ଘଟିଛି ଏ ଘଟଣା | ଉଭୟ ବିଷ ପାନ କରିଥିବା ସୂଚନା | ଉଭୟଙ୍କୁ ହୋଟେଲ କର୍ତ୍ତୃପକ୍ଷ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି | ତେବେ ପ୍ରେମିକର ସ୍ୱାସ୍ଥ୍ୟ ଗୁରୁତର ଥିବାରୁ ତାକୁ କଟକ ରେଫର କରାଯିବା ନେଇ ସୂଚନା ମିଳିଛି |ବର୍ତ୍ତମାନ ସୁଦ୍ଧା ପ୍ରେମୀଯୁଗଳଙ୍କ ପରିଚୟ ମିଳିନଥିବା ବେଳେ ଏନେଇ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଏନେଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।
BREAKING NEWS
- ଆଇପିଏଲ: ଆୟାରଙ୍କ କମାଲ, ଫାଇନାଲରେ କେକେଆର
- କଣ୍ଟାମାଳ ବିଧାନସଭା ଆସନର ୨ଟି ବୁଥରେ ପୁନଃ ମତଦାନ ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
- ଧୋନୀଙ୍କ ଅବସର ନେଇ ମୁହଁ ଖୋଲିଲେ ସିଏସକେ ସିଇଓ
- ଆଇପିଏଲ: କ୍ୱାଲିଫାୟରରେ ହାଇଦ୍ରାବାଦର ବ୍ୟାଟିଂ ବିପର୍ଯ୍ୟୟ
- ପୁଣି ଫେରିଲା କରୋନା, ଚିହ୍ନଟ ହେଲା କୋଭିଡର ନୂଆ ଭାରିଆଣ୍ଟ
- ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ମତ୍ସଜୀବୀଙ୍କୁ ସମୁଦ୍ର ମନା
- ବଢୁଛି ରାହୁଲଙ୍କ ଅଡୁଆ, ଜୁନ ୧୧ରେ ହାଜର ହେବାକୁ ସମନ ଜାରି କଲା କୋର୍ଟ
- ବିଜେପି ୪୦୦ ନୁହେଁ ୩୦୦ ଭିତରେ ରହିବ: ପ୍ରଶାନ୍ତ କିଶୋର
- ମହାପ୍ରଭୁଙ୍କ ଅଳଙ୍କାର ସୁରକ୍ଷିତ ଅଛି ବୋଲି ପାଣ୍ଡିଆନ ନିଶ୍ଚିତ କରିପାରିବେ କି: ସମୀର ମହାନ୍ତି
- ବୁର୍ଲା ଭୀମସାରରେ ଅଗ୍ନିକାଣ୍ଡ; କାରଣ ଅସ୍ପଷ୍ଟ