Latest Odisha News

BREAKING NEWS

କାଳବୈଶାଖୀ ଆଶଙ୍କା: ଭୁବନେଶ୍ୱର ସମେତ ରାଜ୍ୟର ଏହିସବୁ ସ୍ଥାନରେ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ଭୁବନେଶ୍ୱର ସମେତ ଏହିସବୁ ସ୍ଥାନରେ ପାଖାପାଖି ଅପରାହ୍ନ ୫ଟା ୧୦ ପର୍ଯ୍ୟନ୍ତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡଘଡି ମାରିବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଖୋର୍ଦ୍ଧା (କଟକ, ଭୁବନେଶ୍ୱର) ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା ଓ ନୟାଗଡ ଆଦି ସ୍ଥାନରେ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.