ବ୍ରହ୍ମପୁର: ଗଞ୍ଜାମ ଜିଲା ଡେଙ୍ଗାଓସ୍ତା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଗର୍ଭବତୀ ୩ ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ପ୍ରସୂତୀ ଜଣକ ହେଲେ ଦିଗପହଣ୍ଡି ବ୍ଲକ ଆଙ୍କରଡା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ସିଲି ବିଷୋୟୀ। ସେ ଗୋଟିଏ ପୁତ୍ର ଏବଂ ଦୁଇଟି କନ୍ମ ସନ୍ତାନ ଜନ୍ମ ଦେଇଥିଲେ। ଡାକ୍ତରଙ୍କ ଉପସ୍ଥିତିରେ ଡେଙ୍ଗାଓସ୍ତା ସ୍ୱାସ୍ଥ୍ୟ କେନ୍ଦ୍ର ଏଏନମ ମଧୁସ୍ମିତା ପଟ୍ଟନାୟକ ସଫଳ ପ୍ରସବ କରାଇଥିଲେ। ସେ ପୂର୍ବରୁ ମଧ୍ୟ ଅନେକ ଥର ସଫଳ ପ୍ରସବ କରାଇବା ପାଇଁ ପ୍ରଶଂସପାତ୍ର ହୋଇପାରିଛନ୍ତି। ମା ଓ ନବଜାତ ସୁସ୍ଥ ଥିବା ସୂଚନା ମିଳିଛି।
BREAKING NEWS
- ଓଡ଼ିଶାରେ ମୈତ୍ରୀ ଆନ୍ଦୋଳନ: ଏକ ବିହଙ୍ଗାବଲୋକନ
- ନଦୀକୁ ଡେଇଁ ଆତ୍ମହତ୍ୟା ଘଟଣା;ଟୁଇନସିଟିରେ ୫ବର୍ଷରେ ୫୫ ଜୀବନ….
- ବିକ୍ରମ ପଣ୍ଡାଙ୍କ ବିରୋଧରେ ପୁଣି ରୁଜୁ ହେଲା ନୂଆ ମାମଲା, ସାକ୍ଷୀଙ୍କୁ ଧମକ ଦେବା ଅଭିଯୋଗ
- କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ; ମୃତଦେହ ଧରି ପରିବାରର ଧାରଣା
- ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଏବଂ ଟି୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା
- ଗାଜାରେ ଯୁଦ୍ଧବିଧ୍ୱସ୍ତ ବିଲ୍ଡିଂ ଭୁସୁଡିବାରୁ ୨୧ରୁ ଅଧିକ ମୃତ
- Herbal garden:ଲୁଣା ନଦୀକୂଳରେ ହେବ ହର୍ବାଲ ଗାର୍ଡେନ;ସଂରକ୍ଷିତ ହେବ ଔଷଧୀୟ ଉଦ୍ଭିଦ,ଶିକ୍ଷଣୀୟ ଉଦ୍ଦେଶ୍ୟରେ ବିକଶିତ…
- ଏସିଆନ ଗେମ୍ସ: ଗଙ୍ଗା ନଦୀକୁ ଡେଇଁ ପଡିଥିଲେ ସନ୍ତରଣରେ ଭାରତ ପାଇଁ ପଦକ ଜିତିଥିବା ସଚିନ
- Pak Shahzad Bhatti Network:ଶାହଜାଦ ଭଟ୍ଟି ନେଟୱାର୍କକୁ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା; UAPA ଅଧୀନରେ…
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି

Comments are closed.