ଭୁବନେଶ୍ୱର : ଇଟାଲୀର ନାପୋଲିରେ ଅନୁଷ୍ଠିତ ୩୦ତମ ‘ୱାର୍ଲ୍ଡ ୟୁନିଭର୍ସିଟି ଗେମ୍ସ’ରେ ଓଡିଆ ଧାବିକା ଦୂତୀ ଚାନ୍ଦ ୧୦୦ମି. ଦୌଡରେ ସ୍ୱର୍ଣ୍ଣ ଜିତି ଦେଶକୁ ଗୌରବାନ୍ୱିତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ତାଙ୍କ ନିକଟକୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି ।
Congratulate ace #Odisha sprinter @DuteeChand on winning 100m gold at the ongoing World University Games, Naples. Wish her the best#Universiade
— Naveen Patnaik (@Naveen_Odisha) July 10, 2019
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ।
Congratulations @DuteeChand for winning the 100m sprint at the Universiade, the World University Games, in Naples. This is India’s first such gold and a moment of immense pride for our country. Please keep up the effort, and look to greater glory at the Olympics #PresidentKovind
— President of India (@rashtrapatibhvn) July 10, 2019
ଆହୁରି ମଧ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ଟ୍ୱିଟର ଆକାଉଣ୍ଟରେ ଦୂତୀଙ୍କୁ ପ୍ରଂଶସା କରିଛନ୍ତି ।
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ।
Exceptional achievement of an exceptional athlete!
Congratulations @DuteeChand for winning a hard earned and well deserved Gold in the Women’s 100 m finals.
You make India proud! #Universiade @FISU https://t.co/LVSkbsPZOP
— Narendra Modi (@narendramodi) July 10, 2019
Comments are closed.