ଭୁବନେଶ୍ୱର: ଓଡିଶାର ଉଦୀୟମାନ ୱେଟଲିଫ୍ଟର ଜ୍ୟୋତ୍ସ୍ନା ସବର ଖେଲୋ ଇଣ୍ଡିଆ ନ୍ୟାଶନାଲ ର୍ୟାଙ୍କିଙ୍ଗ ମହିଳା ବିଭାଗରେ ଚମତ୍କାର ପ୍ରଦର୍ଶନ କରିଛନ୍ତି । ଉତରପ୍ରଦେଶର ମୋଦିନଗରରେ ଅନୁଷ୍ଠିତ ଏହି ଚାମ୍ପିୟନଶିପର ଫେଜ୨ ମୁକାବିଲାରେ ଜ୍ୟୋତ୍ସ୍ନା ରୌପ୍ୟ ପଦକ ହାସଲ କରିଛନ୍ତି । ୪୦ କିଗ୍ରା ବିଭାଗରେ ସେ ମୋଟ ୧୧୮ କେଜି ଭାର ଉଠାଇଥିଲେ । ଭୁବନେଶ୍ୱର ଟେନଭିକ ସ୍ପୋର୍ଟ୍ସ ହାଇ ପରଫର୍ମାନ୍ସ ସେଂଟରେରେ ସେ ପ୍ରଶିକ୍ଷଣ ନେଉଛନ୍ତି । ପୂର୍ବରୁ ହିମାଚଳ ପ୍ରଦେଶରେ ଅନୁଷ୍ଠିତ ଜାତୀୟ ର୍ୟାଙ୍କିଙ୍ଗ ମିଟରେ ମଧ୍ୟ ସେ ରୌପ୍ୟ ପଦକ ଜିତିଥିଲେ । ଏଥିରେ ସେ ମୋଟ ୧୦୮ କେଜିର ଭାର ଉଠାଇଥିଲେ ।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.