ପାଟଣାଗଡ : ବେଆଇନ ଦାଦନ ଚାଲାଣ ସମୟରେ ପାଟଣାଗଡ ପୋଲିସର ଚଢ଼ାଉ । ଚଢ଼ାଉ ବେଳେ ୨୭ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ। କେନ୍ଦୁମୁଣ୍ଡି ପଞ୍ଚାୟତ ବଘଲାବନ୍ଦ ଗାଁ ରେ ପୋଲିସ ଚଢାଉ କରି ବରଗଡ, ସୋନପୁର ଏବଂ ଗାଇସିଲେଟ ଅଞ୍ଚଳର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି । ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୧୨ ଜଣ ପୁରୁଷ, ୯ ଜଣ ମହିଳା ଏବଂ ୭ ଜଣ ଶିଶୁ ରହିଥିବା ଜଣା ପଡିଛି । ତେବେ ଦାଦନ ଚାଲାଣ କରୁଥିବା ପୁରୁଣା ଦାଦନ ଦଲାଲ ବଘଲାବନ୍ଦ ଗାଁ ର ମୋହନ ମେହେର ଏବଂ ସହଯୋଗୀ ଦଲାଲ ଥବିର ରାଜହଂସଙ୍କୁ ପୋଲିସ ଗିରଫ କରିଛି । ଏନେଇ ସମସ୍ତ ଶ୍ରମିକଙ୍କୁ ନିଜ ଗାଁ କୁ ପଠାଇ ଦେଇଥିବା ସହକାରୀ ଶ୍ରମ ଅଧିକାରୀ ନିରଞ୍ଜନ ଭୂୟାଁ ସୂଚନା ଦେଇଛନ୍ତି ।
BREAKING NEWS
- Vijaya Dashami: ମଣ୍ଡପରେ ମନମୋହୁଛି ମା’ଙ୍କ ମୃଣ୍ମୟୀ ରୂପ…ଆଜି ବିଜୟା ଦଶମୀ; ଅଧର୍ମ ଉପରେ ଧର୍ମର ବିଜୟ, ଶକ୍ତି ଓ ନୂତନ ଆରମ୍ଭର ପବିତ୍ର ପର୍ବ…
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ

Comments are closed.