ଅଗରତାଲା: ଅଗରତାଲାରେ ବିଜେପିକର୍ମୀଙ୍କ ମାଡ଼ରେ କଂଗ୍ରେସ ସମର୍ଥକ ଆହତ । ଏଠାରେ ଆୟୋଜିତ ଏକ ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମରେ ଉଭୟ ହାତାହାତି ହୋଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥି ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଜିବି ବଜାରଠାରେ ବହୁମାତ୍ରାରେ ରନ୍ଧନ ଖାଦ୍ୟ ପ୍ରସ୍ତୁତ କରାଯାଇ ୨ହଜାର ୫ ଶହ ଲୋକଙ୍କୁ ବଣ୍ଟନ କରାଯାଉଥିଲା । ଏହି ସମୟରେ କଂଗ୍ରେସ ଓ ବିଜେପିକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପୋଲିସ ଏନେଇ ମାମଲା ରୁଜୁ କରିଛି ।
BREAKING NEWS
- କେବେ ଆସିବ ପ୍ଲାଷ୍ଟିକ ନୋଟ୍, ଜାଣନ୍ତୁ…
- ଭାରତକୁ ଚେତାବନୀ ଦେଲେ ଶେଖ ହସିନାଙ୍କ ପୁଅ, ବାଂଲାଦେଶରୁ ଆସିବେ ଆତଙ୍କବାଦୀ
- ଏ କି ପ୍ରକାର ନ୍ୟାୟ ! ବିନା ଦୋଷରେ ସଜା କାଟିଲେ ୨୨ ବର୍ଷ
- ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ…
- ଅଗଷ୍ଟ ୧୭ରୁ ଆରମ୍ଭ ହୋଇପାରେ ସଂସଦର ସ୍ୱତନ୍ତ୍ର ଅଧିବେଶନ: ସୀମା ନିର୍ଦ୍ଧାରଣ ଓ ମହିଳା ଆରକ୍ଷଣ ବିଲ୍ ଉପରେ ହୋଇପାରେ ଆଲୋଚନା
- ମୁଖ୍ୟ ଚୟନକର୍ତ୍ତା ଦୌଡ଼ରେ ଲକ୍ଷ୍ମଣ
- ଝାରସୁଗୁଡ଼ାରେ ହ୍ରାସ ପାଉଛି ଡେଙ୍ଗୁ ସଂକ୍ରମଣ: ସପ୍ତାହକୁ ୪ ଦିନ ‘ଡ୍ରାଏ ଡେ’ ପାଳନ ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱତନ୍ତ୍ର ୱାର୍ଡ
- କପିଳ ଦେବଙ୍କ ରେକର୍ଡ ଭାଙ୍ଗିବା ଆଶାରେ ମିଚେଲ ଷ୍ଟାର୍କ
- ଭିଜିଲାନ୍ସ ଜାଲରେ ଫସିଲେ ଦୁଇ RTO କର୍ମଚାରୀ
- ସମ୍ପାଦକ ଦେବଜିତ ସାଇକିଆଙ୍କ ଅସୁସ୍ଥତା ଯୋଗୁଁ ସ୍ଥଗିତ ରହିଲା ବିସିସିଆଇର ସମୀକ୍ଷା ବୈଠକ
Comments are closed.