ଭୁବନେଶ୍ବର : ବର୍ଷା-ଅନୁଭବଙ୍କ ବିବାଦ ମାମଲା । ବର୍ଷା-ଅନୁଭବ ପରସ୍ପର ପ୍ରତି କୌଣସି ଆକ୍ଷେପ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେବେ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ଉଭୟ ପରସ୍ପର ପ୍ରତି କୌଣସି ଆକ୍ଷେପ ନକରିବାକୁ ହାଇକୋର୍ଟ ପୁଣି ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଗତ ମେ ୨୭ରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ କେହି କାହାକୁ ଆକ୍ଷେପ କରିପାରିବନି । ହେଲେ ଏହାର ପାଳନ କରାଯାଉ ନଥିବା ଦର୍ଶାଇ ବର୍ଷା ପୁଣି ଆବେଦନ କରିଥିଲେ । ଏଥିସହ ସୋସିଆଲ ମିଡିଆରେ ଅନୁଭବଙ୍କ ଭାଇରାଲ ହେଉଥିବା କିଛି ଭିଡିଓ ତାଙ୍କର ସମ୍ମାନହାନୀ କରିଥିବା ଅଭିଯୋଗ କରିଥିଲେ ବର୍ଷା। ଏନେଇ ପୁରୀଘାଟ ଥାନା ଓ ସାଇବର ଥାନାରେ ଅଭିଯୋଗ କରିବା ସହ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ । ଏନେଇ ଜଷ୍ଟିସ କେ. ଆାର ମହାପାତ୍ର ଗୁରୁତ୍ବପୂର୍ଣ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ
- ତମାଖୁଜାତ ଦ୍ରବ୍ୟରୁ ରାଜକୋଷକୁ ୭,୩୪୬ କୋଟି ଟଙ୍କା ଆଦାୟ

Comments are closed.