ପଦ୍ମପୁର: ବରଗଡ଼ ଜିଲ୍ଲାର ପଦ୍ମପୁର ଆସନ ପାଇଁ ଉପନିର୍ବାଚନ ଲାଗି ନାମାଙ୍କନ ଦାଖଲ କଲେନି ପ୍ରଦୀପ ପୁରୋହିତ । ବିଜେପିରୁ ପ୍ରାର୍ଥୀ ଭାବେ ତାଙ୍କ ନାଁ ଘୋଷଣା କରାଯାଇଥିଲା । ପୂର୍ବରୁ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲେ ସୁଦ୍ଧା ଆଜି ନାମାଙ୍କନ ଦାଖଲ ନକରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ସେ ଫେରିଆସିଛନ୍ତି । ଚାଷୀଙ୍କ ସମସ୍ୟାର ସମାଧାନ ହୋଇନଥିବା ଯୋଗୁଁ ସେ ନାମାଙ୍କନ ସ୍ଥଗିତ କରିଛନ୍ତି । ,ଚାଷୀମାନେ ତାଙ୍କୁ ନାମାଙ୍କନ ଦାଖଲ ନକରିବାକୁ ନିବେଦନ କରିଥିଲେ ବୋଲି ଗଣମାଧ୍ୟମକୁ ସେ କହିଛନ୍ତି ।
BREAKING NEWS
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
- Budget2026: ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
- Union Budget 2026: ଜାଣନ୍ତୁ…କ’ଣ ମହଙ୍ଗା, କ’ଣ ଶସ୍ତା?
- Union Budget 2026: ଶସ୍ତା ହେବ କର୍କଟ, ମଧୁମେହ ଏବଂ ଅଟୋଇମ୍ମ୍ୟୁନ୍ ରୋଗର ଔଷଧ…
- ବଜେଟ୍ ୨୦୨୬: ବାୟୋଫାର୍ମାକୁ ଫୋକସ, ୧୦ ହଜାର କୋଟି ଟଙ୍କା ହେବ ନିବେଶ
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
- Budget 2026: ବଜେଟ ୨୦୨୬: ଏପ୍ରିଲ ୧ରୁ ନୂଆ ଆୟକର ନିୟମ
- Rare Earth Corridors In Odisha: ବଜେଟରେ ଓଡ଼ିଶା ପାଇଁ ବଡ଼ ଘୋଷଣା, ନିର୍ମାଣ ହେବ ବିରଳ ପୃଥିବୀ ଖଣିଜ ପଦାର୍ଥ କରିଡର
Comments are closed.