ସାନ୍ ଫ୍ରାନ୍ସିସ୍କୋ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବନ୍ଦ ଥିବା ଟ୍ୱିଟର ଆକାଉଣ୍ଟ ପୁଣି ଥରେ ସଚଳ ହୋଇଛି। ଟ୍ୱିଟର ସିଇଓ ଏଥିପାଇଁ ୟୁଜର୍ସଙ୍କ ମତ ମାଗିଥିଲେ। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଟ୍ରମ୍ପ ପୁଣି ଦଲିଲ୍ ଦାଖଲ କରିଛନ୍ତି। ଗତବର୍ଷ ତାଙ୍କ ଟ୍ୱିଟର ଆକାଉଣ୍ଟକୁ ବନ୍ଦ କରିଥିଲା ଟ୍ୱିଟର। ୨୦୨୦ରେ ରାଷ୍ଟ୍ରପତି ନିର୍ବାଚନର ଫଳାଫଳକୁ ବିରୋଧ କରି ତାଙ୍କ ସମର୍ଥକ ମାନେ ୟୁଏସ୍ କ୍ୟାପିଟଲ୍ ଆକ୍ରମଣ କରି ବ୍ୟାପକ ହିଂସା କରିଥିଲେ। ଟ୍ୱିଟରରେ ହିଂସା ଉଦ୍ରେକକାରୀ ପୋଷ୍ଟକୁ ନେଇ ତାଙ୍କ ଆକାଉଣ୍ଟକୁ ଜାନୁଆରୀ ୬ ତାରିଖରେ ରଦ୍ଦ କରିଦିଆଯାଇଥିଲା।
BREAKING NEWS
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Comments are closed.