କୋହିମା: ନାଗାଲାଣ୍ଡର ମନ୍ ଜିଲ୍ଲା ଜେଲରୁ ଚମ୍ପଟ ମାରିଛନ୍ତି ୯ କଏଦୀ । ଏଥିରେ ଜଣେ ହତ୍ୟା ଅଭିଯୁକ୍ତ ବି ସାମିଲ ଅଛନ୍ତି । ସେମାନଙ୍କୁ ଖୋଜିବା ପାଇଁ ପୋଲିସ ସବୁଠି ତନଖି କରୁଛି । ଶନିବାର ବଡି ଭୋରରୁ ସେମାନେ କୌଶଳକ୍ରମେ ସେଲ୍ ଚାବି ହାତେଇ ଫେରାର ହୋଇଯାଇଥିବା ଜେଲ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମନ୍ ପୋଲିସ ଷ୍ଟେସନରେ ଏନେଇ ମାମଲା ରୁଜୁ ହୋଇଛି ଓ ତଦନ୍ତ ଜାରି ରହିଛି । ଫେରାର କଏଦୀଙ୍କ ନାମରେ ପୋଲିସ ଲୁକ୍-ଆଉଟ୍ ନୋଟିସ ବି ଜାରି କରିଛି । କଏଦୀଙ୍କୁ ଦେଖିଲେ ତୁରନ୍ତ ନିକଟସ୍ଥ ପୋଲିସ ଷ୍ଟେସନରେ ଖବର ଦେବାକୁ ପ୍ରତି କଏଦୀଙ୍କ ଗାଁ ମୁଖିଆଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
BREAKING NEWS
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି

Comments are closed.