ଭୁବନେଶ୍ୱର: ରାଜ୍ୟରେ ପାରଦ ନିମ୍ନମୁଖୀ ହୋଇଛି । ଫଳରେ ଶୀତ ବଢିବାରେ ଲାଗିଛି । ଗତକାଲିର ରାତି ତାପମାତ୍ରା ରେକର୍ଡ ଅନୁସାରେ ସେମିଳିଗୁଡାରେ ପାରଦ ୭.୪ ଡିଗ୍ରୀକୁ ଖସିଥିଲା । ଜି.ଉଦୟଗିରି ୯ଡିଗ୍ରୀ, ଫୁଲବାଣୀ ଓ ଦାରିଙ୍ଗବାଡି ୯.୫ ଡିଗ୍ରୀ, ନବରଙ୍ଗପୁର ଓ କିରେଇରେ ୧୦ ଡିଗ୍ରୀ, କୋରାପୁଟ ୧୦.୨ ଡିଗ୍ରୀ, ବୌଦ୍ଧରେ ୧୦.୫ ଡିଗ୍ରୀ ରହିଥିଲା ପାରଦ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୪ରୁ ୫ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । କଟକ ଓ ଭୁବନେଶ୍ୱରର ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୧୭ଡିଗ୍ରୀ ଓ ୧୬.୮ ଡିଗ୍ରୀ ରେକର୍ଡ ହୋଇଛି ।
BREAKING NEWS
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
- Dhurandhar Song In Guinness World Record: ସାରା ବିଶ୍ୱରେ କ୍ରେଜ୍ ବଢ଼ାଇଛି ଧୁରନ୍ଧର୍ ସିନେମାର ଏହି ଗୀତ, ଭାଙ୍ଗିଲା ଗିନିଜ୍ ବିଶ୍ୱ ରେକର୍ଡ…ଖୁବ୍ ଶୀଘ୍ର ଭାରତ ଆସିବେ ଗାୟକ
- Kalikesh Visits Naveen Nivas: କଳିକେଶ ହେବେକି ନବୀନଙ୍କ ଉତ୍ତରାଧିକାରୀ?, ଚର୍ଚ୍ଚା ଭିତରେ ନବୀନ ନିବାସରେ ବିଧାୟକ…
Comments are closed.