ଖୋର୍ଦ୍ଧା: ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରୀଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ କାର୍ଟି ପିଟିଦେବାରୁ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଛି । କାର୍ ମଧ୍ୟରେ ଥିବା ୨ଜଣ ପୁରୁଷ ଓ ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ଆଜି ଭୋରରୁ ଘଟିଥିବା ବେଳେ, କାରଟି ଆନ୍ଧ୍ର ଆଡୁ ଆସୁଥିବା ସୂଚନା ମିଳିଛି । ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରିରଖିଛି ।
BREAKING NEWS
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
Comments are closed.