ବାରିପଦା: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ଯଶିପୁର ତହସିଲର କନିଷ୍ଠ ରାଜସ୍ୱ ସହାୟକ ଭାର୍ଗବ ମହାକୁଡ । ଜମି ପଟ୍ଟା କରାଇଦେବାକୁ କହି ଅଭିଯୋଗକାରୀଙ୍କ ଠାରୁ ୪୦ ହଜାର ଟଙ୍କା ନେବାବେଳେ କାବୁ କରିଥିଲା ଭିଜିଲାନ୍ସ । ତାଙ୍କଠାରୁ ଟଙ୍କାତକ ଜବତ କରିଛି ଭିଜିଲାନ୍ସ । ଏହା ସହିତ ପୂର୍ବ ସୂଚନାରୁ ପ୍ରସ୍ତୁତ ହୋଇଥିବା ଭିଜିଲାନ୍ସ ଟିମ୍ ଆୟବର୍ହିଭୁତ ସମ୍ପତ୍ତି ଠାବ ଉଦ୍ଦେଶ୍ୟରେ ତାଙ୍କର ଦୁଇଟି ଠିକଣାରେ ଚଢାଉ କରିଛି । ତାଙ୍କ ନାଁରେ ବାଲେଶ୍ୱର ଭିଜିଲାନ୍ସ ଲାଞ୍ଚ ନେବା ଅଭିଯୋଗରେ ମାମଲା ରୁଜୁ କରି ତଦନ୍ତ କରୁଛି ।
BREAKING NEWS
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
Comments are closed.