ପଦ୍ମପୁର: ଟିଭି ସାମ୍ୱାଦିକଙ୍କ ନାଁରେ ଟଙ୍କା ବଣ୍ଟା ଅଭିଯୋଗ । ଏପରି ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ୍ ହୋଇଛି ବିଜେଡି । ପାଇକମାଳ ବ୍ଲକର ବିଜାଡିହି ଗାଁରେ ଜନୈକ ସାମ୍ୱାଦିକ ତଥା ବିଜେପି ସମର୍ଥକ ଜଣେ ବ୍ୟକ୍ତିଙ୍କୁ ପ୍ରଦୀପ ପୁରୋହିତଙ୍କ ପାଇଁ ଟଙ୍କା ଦେଇ ଭିଡିଓ କରୁଥିଲେ ଓ ବ୍ୟକ୍ତି ଜଣକୁ ଟଙ୍କା ବିଜେଡି ଦେଇଥିବା କହିବାକୁ ପ୍ରବର୍ତ୍ତାଉଥିଲେ । ୨ ହଜାର ଟଙ୍କା ବିଜେଡି ଦେଇଛି ବୋଲି କହିବାକୁ ସେ ବଳପ୍ରୟୋଗ କରିଥିଲେ । ବ୍ୟକ୍ତି ଜଣଙ୍କୁ ସାମ୍ୱାଦିକ ଏପରି କରିବାକୁ ଧମକାଇଥିଲେ ବୋଲି ବିଜେଡି ସିଇଓଙ୍କୁ ଦେଇଥିବା ଅଭିଯୋଗପତ୍ରରେ ଉଲ୍ଲେଖ କରିଛି । ଏକ ଧଳା ରଙ୍ଗର କାର ଆଗରେ ଛିଡା ହୋଇ ଟିଭି ସାମ୍ୱାଦିକ ନିଜ ମୋବାଇଲେ ରେକଡିଂ କରୁଥିଲେ । ଯାହାକୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରୁଛି ବୋଲି ଅଭିଯୋଗ କରି ବିଜେଡି ଭିଡିଓ ଥିବା ପେନ୍ ଡ୍ରାଇଭ୍ ସିଇଓଙ୍କ ଠାରେ ଦାଖଲ କରିଛି ।
BREAKING NEWS
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
- ଆଇପିଏଲ: ୯ ଖେଳାଳିଙ୍କୁ ନିଲାମ ତାଲିକାରୁ ବାଦ ଦେଲା ବିସିସିଆଇ
- Farmers request: ଧାନ ବିକ୍ରି ପାଇଁ ଜିଲ୍ଲାପାଳଙ୍କୁ ମୁଣ୍ଡିଆ ମାରି ନେହୁରା ହେଲେ ଚାଷୀ
Comments are closed.