ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ଫଳାଫଳ । ୧୫ ରାଉଣ୍ଡ ସରିଛି ଭୋଟ୍ ଗଣତି । ଏଯାବତ୍ ଫଳାଫଳ ଅନୁସାରେ, ମାଡ଼ି ମାଡ଼ି ଚାଲିଛି ବିଜେଡି । ପ୍ରତି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଠାରୁ ଆଗରେ ରହୁଛନ୍ତି । ୧୫ତମ ରାଉଣ୍ଡ ସୁଦ୍ଧା ୨୭,୫୩୩ ଖଣ୍ଡ ଭୋଟରେ ଆଗୁଆ ବର୍ଷା । ବିଜେପି୫୧,୯୩୭ ଖଣ୍ଡ, ବିଜେଡି ୭୯,୪୭୦ଖଣ୍ଡ ଓ କଂଗ୍ରେସ ୨୫୪୩ ଭୋଟ୍ ରେ ଆଗୁଆ ରହିଛନ୍ତି । ୧୪ତମ ରାଉଣ୍ଡ ସୁଦ୍ଧା ୨୬,୩୫୨ ଭୋଟରେ ବିଜେଡି ଆଗୁଆ ଥିଲା । ବିଜେପି ୪୮,୩୧୪ ଖଣ୍ଡ ଭୋଟ୍, ବିଜେଡି ୭୪,୬୬୬ ଓ କଂଗ୍ରେସ ୨୩୯୩ ଭୋଟରେ ଆଗୁଆ ଥିଲେ ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ


Comments are closed.