Latest Odisha News

BREAKING NEWS

ଜମି କିସମ ପରିବର୍ତ୍ତନ ପାଇଁ ୪୫ ହଜାର ଲାଞ୍ଚ, ଧରା ପଡ଼ିଲେ ତହସିଲଦାର

ଖୋର୍ଦ୍ଧା: ଲାଞ୍ଚ ନେଇ ଧରା ପଡ଼ିଲେ ତହସିଲଦାର । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲଦାର ତଥା ସବ ରେଜିଷ୍ଟ୍ରାର ପୃଥ୍ୱୀରାଜ ମଣ୍ଡଳ ଭିଜିଲାନ୍ସ ହାତରେ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଜମି ପଟ୍ଟାର କିସମ ପରିବର୍ତ୍ତନ ପାଇଁ ୪୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଛନ୍ତି । ଭିଜିଲାନ୍ସ ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ।

ବେଗୁନିଆ ତହସିଲଦାର ପୃଥ୍ୱୀରାଜଙ୍କୁ ଭିଜିଲାନ୍ସ ଭୁବନେଶ୍ୱର କଳିଙ୍ଗ ବିହାର ଘରୁ ଲାଞ୍ଚ ଟଙ୍କା ସହ ଧରିଛି । ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି ।

Leave A Reply

Your email address will not be published.