Latest Odisha News

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦିକ୍ଷିତଙ୍କ ବିୟୋଗରେ ନବୀନଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦିକ୍ଷିତଙ୍କ ଦେହାନ୍ତରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି ।

ଏହି ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ନୂଆଦିଲ୍ଲୀର ଏକ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଶନିବାର ଦିନ ଏହି ବରିଷ୍ଠ କଂଗ୍ରେସ ନେତ୍ରୀଙ୍କ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.